Matthew 22:39 — Compare Translations
7 translations compared side by side
Odia - 1840
"ଦ୍ବିତୀୟ 'ଆଦେଶଟି ମଧ୍ଯ ପ୍ରଥମ ଆଦେଶ ଭଳି। ତାହା ହେଉଛି: 'ତୁମ୍ଭେ ନିଜକୁ ଯେପରି ଭଲ ପାଅ, ଅନ୍ୟକୁ ମଧ୍ଯ ସହେିପରି ଭଲ ପାଅ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦ୍ଵିତୀୟଟି ଏହାର ସଦୃଶ, ତୁମ୍ଭେ ଆପଣା ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଦ୍ୱିତୀୟ ଶ୍ରେଷ୍ଠ ଆଜ୍ଞା ହେଉଛି, ତୁମ ପଡ଼ୋଶୀକୁ ଆତ୍ମତୁଲ୍ୟ ପ୍ରେମ କର।
Odia Bible ERV 2004 (ପବିତ୍ର ବାଇବଲ)
ଦ୍ୱିତୀୟ ‘ଆଦେଶଟି ମଧ୍ୟ ପ୍ରଥମ ଆଦେଶ ଭଳି। ତାହା ହେଉଛି: ‘ତୁମ୍ଭେ ନିଜକୁ ଯେପରି ଭଲ ପାଅ, ଅନ୍ୟକୁ ମଧ୍ୟ ସେହିପରି ଭଲ ପାଅ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦ୍ୱିତୀୟଟି ଏହାର ସଦୃଶ, ‘ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।’
Odia IRV 2017 (ଓଡିଆ ବାଇବେଲ)
ଦ୍ୱିତୀୟଟି ଏହାର ସଦୃଶ, ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೊನ್ವೆಚೊ ಲೈ ಗರ್ಜೆಚೊ ಉಪಾದೆಸ್ ಮಟ್ಲ್ಯಾರ್, ತುಜೊಚ್ ತಿಯಾ ಕಸೊ ಪ್ರೆಮ್ ಕರ್ತೆ ತಸೊ ತುಜ್ಯಾ ಸೆಜಾರ್ಯಾಚೊ ಪ್ರೆಮ್ ಕರ್