Matthew 22:40 — Compare Translations
7 translations compared side by side
Odia - 1840
"ସମସ୍ତ ବ୍ଯବସ୍ଥା ଓ ଭବିଷ୍ଯଦ୍ବକ୍ତାମାନଙ୍କର ଲଖାଗେୁଡ଼ିକ ଏହି ଦୁଇଟି ଆଦେଶ ଉପରେ ଆଧାରିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଦୁଇ ଆଜ୍ଞା ଉପରେ ସମସ୍ତ ବ୍ୟବସ୍ଥା ଓ ଭାବବାଦୀମାନଙ୍କର ଧର୍ମଶାସ୍ତ୍ର ନିର୍ଭର କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏ ଦୁଇଟି ଆଜ୍ଞା ମୋଶାଙ୍କର ସମୁଦାୟ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଶିକ୍ଷାର ଆଧାର।”
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ବ୍ୟବସ୍ଥା ଓ ଭବିଷ୍ୟଦ୍ବକ୍ତାମାନଙ୍କର ଲେଖାଗୁଡ଼ିକ ଏହି ଦୁଇଟି ଆଦେଶ ଉପରେ ଆଧାରିତ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଦୁଇ ଆଜ୍ଞା ଉପରେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କର ଧର୍ମଶାସ୍ତ୍ର ନିର୍ଭର କରେ।”
Odia IRV 2017 (ଓଡିଆ ବାଇବେଲ)
ଏହି ଦୁଇ ଆଜ୍ଞା ଉପରେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କର ଧର୍ମଶାସ୍ତ୍ର ନିର୍ଭର କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳೆ ಮೊಯ್ಜೆಚೆ ಖಾಯ್ದೆ ಅನಿ ಪ್ರವಾದ್ಯಾಂಚೆ ಶಿಕಾಪ್ ಹ್ಯಾ ದೊನ್ ಖಾಯ್ದ್ಯಾಂಚ್ಯಾ ವರ್ತಿಚ್ ಠಿಕುನ್ ಹಾತ್.” ಮನುನ್ ಜಬಾಬ್ ದಿಲ್ಯಾನ್.