Matthew 22:41 — Compare Translations

7 translations compared side by side

Odia - 1840
"ଯେତବେେଳେ ଫାରୂଶୀମାନେ ଏକାଠି ଥିଲେ, ଯୀଶୁ ସମାନଙ୍କେୁ ଗୋଟିଏ ପ୍ରଶ୍ନ ପଚାରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଫାରୂଶୀମାନେ ଏକତ୍ର ହୋଇଥିବା ସମୟରେ ଯୀଶୁ ସେମାନଙ୍କୁ ପଚାରିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
କେତେ ଜଣ ଫାରୁଶୀ ଯୀଶୁଙ୍କ ନିକଟରେ ଥିବାବେଳେ ଯୀଶୁ ସେମାନଙ୍କୁ ପଚାରିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଫାରୂଶୀମାନଙ୍କୁ ଯୀଶୁଙ୍କର ଗୋଟିଏ ପ୍ରଶ୍ନ ଯେତେବେଳେ ଫାରୂଶୀମାନେ ଏକାଠି ଥିଲେ, ଯୀଶୁ ସେମାନଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଫାରୂଶୀମାନେ ଏକତ୍ର ହୋଇଥିବା ସମୟରେ ଯୀଶୁ ସେମାନଙ୍କୁ ପଚାରିଲେ,
Odia IRV 2017 (ଓଡିଆ ବାଇବେଲ)
ଫାରୂଶୀମାନେ ଏକତ୍ର ହୋଇଥିବା ସମୟରେ ଯୀଶୁ ସେମାନଙ୍କୁ ପଚାରିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಉಲ್ಲಿ ಫಾರಿಜೆವಾ ಎಕಾಕ್ಡೆ ಗೊಳಾ ಹೊಲ್ಲಿ ತನ್ನಾ ಜೆಜುನ್ ತೆಂಕಾ,