Matthew 22:42 — Compare Translations

7 translations compared side by side

Odia - 1840
"ଯୀଶୁ କହିଲେ, ଖ୍ରୀଷ୍ଟଙ୍କ ବିଷୟ ରେ ତୁମ୍ଭମାନେେ କ'ଣ ମନେ କରୁଛ? ସେ କାହାର ପୁଅ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ମତ କଅଣ? ସେ କାହାର ସନ୍ତାନ? ସେମାନେ ତାହାଙ୍କୁ କହିଲେ, ଦାଉଦଙ୍କର ।
Odia BSI (ପବିତ୍ର ବାଇବଲ (CL) NT (BSI))
“ମସୀହଙ୍କ ସମ୍ବନ୍ଧରେ ତୁମେ କଅଣ ଭାବୁଛ? ସେ କାହାର ବଂଶଧର?” ସେମାନେ ଉତ୍ତର ଦେଲେ, “ସେ ଦାଉଦଙ୍କର।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭେମାନେ କ’ଣ ମନେ କରୁଛ? ସେ କାହାର ପୁଅ?” ସେମାନେ କହିଲେ, “ଦାଉଦଙ୍କ ପୁଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ମତ କଅଣ? ସେ କାହାର ସନ୍ତାନ? ସେମାନେ ତାହାଙ୍କୁ କହିଲେ, ଦାଉଦଙ୍କର।”
Odia IRV 2017 (ଓଡିଆ ବାଇବେଲ)
ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ମତ କ'ଣ? ସେ କାହାର ସନ୍ତାନ? ସେମାନେ ତାହାଙ୍କୁ କହିଲେ, ଦାଉଦଙ୍କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಕ್ರಿಸ್ತಾಚ್ಯಾ ವಿಶಯಾತ್ ತುಮಿ ಕಾಯ್ ಮನ್ತ್ಯಾಶಿ? ತೊ ಕೊನಾಚ್ಯಾ ಘರಾನ್ಯಾಚೊ?” ಮನುನ್ ಇಚಾರ್‍ಲ್ಯಾನ್. ತೆನಿ “ತೊ ದಾವಿದಾಚ್ಯಾ ಘರಾನ್ಯಾಚೊ” ಮನುನ್ ಜಬಾಬ್ ದಿಲ್ಯಾನಿ.