Matthew 22:43 — Compare Translations

7 translations compared side by side

Odia - 1840
"ଯୀଶୁ ଫାରୂଶୀମାନଙ୍କୁ ପଚ଼ାରିଲେ, ଦାଉଦ ତାହାଙ୍କୁ ପ୍ରଭୁ ବୋଲି କାହିଁକି ସମ୍ବୋଧନ କଲେ। ଦାଉଦ ପବିତ୍ର ଆତ୍ମାଙ୍କ ଶକ୍ତି ରେ କହୁଥିଲେ। ଦାଉଦ କହିଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ କହିଲେ, ତେବେ ଦାଉଦ କିପ୍ରକାରେ ଆତ୍ମାଙ୍କ ଆବେଶରେ ତାହାଙ୍କୁ ପ୍ରଭୁ ବୋଲି କହନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ପଚାରିଲେ, “ତାହାହେଲେ ଦାଉଦ ମସୀହଙ୍କୁ ‘ମୋର ପ୍ରଭୁ’ ବୋଲି କାହିଁକି ଉଲ୍ଲେଖ କରିଛନ୍ତି? ପରମାତ୍ମାଙ୍କ ପ୍ରେରଣାରେ ସେ ଲେଖିଛନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଫାରୂଶୀମାନଙ୍କୁ ପଗ୍ଭରିଲେ, “ଦାଉଦ ତାହାଙ୍କୁ ‘ପ୍ରଭୁ’ ବୋଲି କାହିଁକି ସମ୍ବୋଧନ କଲେ? ଦାଉଦ ପବିତ୍ରଆତ୍ମାଙ୍କ ଶକ୍ତିରେ କହୁଥିଲେ। ଦାଉଦ କହିଲେ:
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ କହିଲେ, “ତେବେ ଦାଉଦ କିପ୍ରକାରେ ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ‘ପ୍ରଭୁ’ ବୋଲି କହନ୍ତି?
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ କହିଲେ, ତେବେ ଦାଉଦ କିପ୍ରକାରେ ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ପ୍ରଭୁ ବୋଲି କହନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್, “ತಸೆಹೊಲ್ಯಾರ್ ಪವಿತ್ರ್ ಆತ್ಮ್ಯಾನ್ ದಾವಿದಾಕ್ ಕ್ರಿಸ್ತಾಕ್ ಧನಿ ಮನುನ್ ಬಲ್ವಿ ಸರ್ಕೆ ಕಶ್ಯಾಕ್ ಕರ್‍ಲ್ಯಾನ್?” ದಾವಿದ್ ಮನ್ತಾ,