Matthew 22:44 — Compare Translations
7 translations compared side by side
Odia - 1840
"ପ୍ରଭୁ ମାରେ ପ୍ରଭୁ ଖ୍ରୀଷ୍ଟଙ୍କୁ କହିଥିଲେ, ମୁଁ ତୁମ୍ଭର ଶତୃମାନଙ୍କୁ ତୁମ୍ଭର ନିୟନ୍ତ୍ରଣ ରେ ଦବେି ଏବଂ ତୁମ୍ଭେ ମାରେ ଡ଼ାହାଣ ପଟେ ବସିବ। ଗୀତସଂହିତା 110:1"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଥା, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
‘ଈଶ୍ୱର ମୋହର ପ୍ରଭୁଙ୍କୁ କହିଲେ, ଆମେ ତୁମ ଶତ୍ରୁମାନଙ୍କୁ ତୁମ ପଦାନତ କରିବା ପର୍ଯ୍ୟନ୍ତ ତୁମେ ଆମର ଦକ୍ଷିଣ ପାଶ୍ୱର୍ରେ ବସ।’
Odia Bible ERV 2004 (ପବିତ୍ର ବାଇବଲ)
“ପ୍ରଭୁ ମୋର ପ୍ରଭୁ ଖ୍ରୀଷ୍ଟଙ୍କୁ କହିଥିଲେ, ମୁଁ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ନିୟନ୍ତ୍ରଣରେ ଦେବି ଏବଂ ତୁମ୍ଭେ ମୋର ଡାହାଣ ପଟେ ବସିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
‘ଯଥା, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।’
Odia IRV 2017 (ଓଡିଆ ବାଇବେଲ)
ଯଥା, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಧನಿಯಾನ್ ಮಾಜ್ಯಾ ಧನಿಯಾಕ್ ಸಾಂಗ್ಲ್ಯಾನ್: ತುಜ್ಯಾ ದುಸ್ಮಾನಾಕ್ನಿ ತುಜ್ಯಾ ಪಾಯಾ ಖಾಲ್ತಿ ಘಾಲಿ ಪತರ್, ಹಿತ್ತೆ ಮಾಜ್ಯಾ ಉಜ್ವ್ಯಾ ಬಾಜುಕ್ ಬಸ್.