Matthew 22:45 — Compare Translations

7 translations compared side by side

Odia - 1840
"ଯଦି ଦାଉଦ ଖ୍ରୀଷ୍ଟଙ୍କୁ ପ୍ରଭୁ ବୋଲି କହୁଛନ୍ତି। ତବେେ ଖ୍ରୀଷ୍ଟ କିପରି ଦାଉଦଙ୍କ ପୁଅ ହାଇେ ପାରିବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଦାଉଦ ଯଦି ତାହାଙ୍କୁ ପ୍ରଭୁ ବୋଲି କହନ୍ତି, ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ?
Odia BSI (ପବିତ୍ର ବାଇବଲ (CL) NT (BSI))
“ଯଦି ଦାଉଦ ମସୀହଙ୍କୁ ପ୍ରଭୁ ବୋଲି ସମ୍ବୋଧନ କରିଛନ୍ତି, ତେବେ ମସୀହ କିପରି ତାଙ୍କର ବଂଶଧର ହୋଇ ପାରିବେ?”
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଦାଉଦ ଖ୍ରୀଷ୍ଟଙ୍କୁ ‘ପ୍ରଭୁ’ ବୋଲି କହୁଛନ୍ତି। ତେବେ ଖ୍ରୀଷ୍ଟ କିପରି ଦାଉଦଙ୍କ ପୁଅ ହୋଇ ପାରିବେ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଦାଉଦ ଯଦି ତାହାଙ୍କୁ ‘ପ୍ରଭୁ’ ବୋଲି କହନ୍ତି, ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ?”
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଦାଉଦ ଯଦି ତାହାଙ୍କୁ ପ୍ରଭୁ ବୋଲି କହନ୍ତି, ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜರ್ ದಾವಿದ್ ಕ್ರಿಸ್ತಾಕ್ ಧನಿ ಮನುನ್ ಬಲ್ವುತಾ ತರ್, ಕ್ರಿಸ್ತ್ ದಾವಿದಾಚ್ಯಾ ಘರಾನ್ಯಾಚೊ ಕಸೊ ಹೊವ್ಕ್ ಹೊತಾ? ಮನುನ್ ಇಚಾರ್‍ಲ್ಯಾನ್.