Matthew 22:6 — Compare Translations
7 translations compared side by side
Odia - 1840
"ଆଉ କେତକେ ଲୋକ ଚ଼ାକରମାନଙ୍କୁ ଧରି ନଇେ ପିଟାପିଟି କଲେ ଓ ସମାନଙ୍କେୁ ମାରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଅବଶିଷ୍ଟ ଲୋକେ ତାଙ୍କ ଦାସମାନଙ୍କୁ ଧରି ଅତ୍ୟାଚାର କଲେ ଓ ବଧ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆଉ କେତେ ଜଣ ରାଜାଙ୍କର ଚାକରମାନଙ୍କୁ ଧରି ବାଡ଼େଇ ବାଡ଼େଇ ମାରିଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ କେତେକ ଲୋକ ଗ୍ଭକରମାନଙ୍କୁ ଧରି ନେଇ ପିଟାପିଟି କଲେ ଓ ସେମାନଙ୍କୁ ମାରିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ବଳକା ଲୋକ ତାହାଙ୍କ ଦାସମାନଙ୍କୁ ଧରି ଅତ୍ୟାଚାର ଓ ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ବଳକା ଲୋକ ତାହାଙ୍କ ଦାସମାନଙ୍କୁ ଧରି ଅତ୍ୟାଚାର ଓ ବଧ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಹುರಲ್ಲ್ಯಾನಿ ಬಲ್ವುಕ್ ಯೆಲ್ಲ್ಯಾ ಆಳಾಂಚ್ಯಾ ವಾಂಗ್ಡಾ ಬುರ್ಶೆ ಕರ್ಲ್ಯಾನಿ, ಧರ್ಲ್ಯಾನಿ ಅನಿ ಜಿವಾನಿಚ್ ಮಾರ್ಲ್ಯಾನಿ.