Matthew 22:7 — Compare Translations

7 translations compared side by side

Odia - 1840
"ରାଜା ଖୁବ୍ ରାଗିଗଲେ। ତାହାଙ୍କ ଚ଼ାକରମାନଙ୍କୁ ଯେଉଁମାନେ ମାରି ଦେଲେ, ସମାନଙ୍କେୁ ମାରିଦବୋପାଇଁ ରାଜା ସୈନ୍ଯ ପଠାଇଲେ। ସୈନ୍ଯମାନେ ସହେି ହତ୍ଯାକାରୀମାନଙ୍କୁ ମାରି ଦେଲେ ଓ ତାହାଙ୍କ ନଗରକୁ ପୋଡ଼ି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ରାଜା କ୍ରୋଧାନ୍ଵିତ ହୋଇ ଆପଣା ସୈନ୍ୟମାନଙ୍କୁ ପ୍ରେରଣ କରି ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ରାଜା କ୍ରୋଧରେ ଜର୍ଜରିତ ହୋଇ ସୈନ୍ୟମାନଙ୍କୁ ପଠାଇଲେ। ସେମାନେ ସେହି ନରହନ୍ତାମାନଙ୍କୁ ବଧ କରି ସେମାନଙ୍କ ସହରକୁ ପୋଡ଼ି ପକାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଖୁବ୍ ରାଗିଗଲେ। ତାହାଙ୍କ ଗ୍ଭକରମାନଙ୍କୁ ଯେଉଁମାନେ ମାରିଦେଲେ, ସେମାନଙ୍କୁ ମାରିଦେବା ପାଇଁ ରାଜା ସୈନ୍ୟ ପଠାଇଲେ। ସୈନ୍ୟମାନେ ସେହି ହତ୍ୟାକାରୀମାନଙ୍କୁ ମାରିଦେଲେ ଓ ତାହାଙ୍କ ନଗରକୁ ପୋଡ଼ିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ରାଜା ରାଗିଯାଇ ଆପଣା ସୈନ୍ୟମାନଙ୍କୁ ପଠାଇ ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍‍ କଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ରାଜା ରାଗିଯାଇ ଆପଣା ସୈନ୍ୟମାନଙ୍କୁ ପଠାଇ ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ರಾಜಾಕ್ ಲೈ ರಾಗ್ ಯೆಲೊ; ತಸೆಮನುನ್ ರಾಜಾನ್ ಅಪ್ನಾಚ್ಯಾ ಸೈನಿಕಾಕ್ನಿ ಧಾಡುನ್ ತ್ಯಾ ಖುನಿಗಾರಾಕ್ನಿ ಜಿವಾನಿ ಮಾರುಕ್ ಲಾವುನ್ ತೆಂಚೆ ಶಾರುಚ್ ಜಾಳ್ವುನ್ ಟಾಕ್ಲ್ಯಾನ್.