Matthew 22:8 — Compare Translations

7 translations compared side by side

Odia - 1840
"ତା'ପରେ ରାଜା ଚ଼ାକରମାନଙ୍କୁ କହିଲେ, 'ବିବାହ ଭୋଜି ପ୍ରସ୍ତୁତ ହାଇେ ସାରିଛି, ଯେଉଁମାନଙ୍କୁ ନିମନ୍ତ୍ରଣ କରାଯାଇଥିଲା, ସମାନେେ ଅ ଯୋଗ୍ଯ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ଆପଣା ଦାସମାନଙ୍କୁ କହିଲେ, ବିବାହ ଭୋଜ ତ ପ୍ରସ୍ତୁତ, ମାତ୍ର ନିମନ୍ତ୍ରିତ ଲୋକମାନେ ଅଯୋଗ୍ୟ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ରାଜା ଚାକରମାନଙ୍କୁ ଡ଼ାକି କହିଲେ, ‘ବିବାହ ଭୋଜି ପ୍ରସ୍ତୁତ, କିନ୍ତୁ ମୁଁ ନିମନ୍ତ୍ରଣ କରିଥିବା ଲୋକମାନେ ଏହାର ଅଯୋଗ୍ୟ।’
Odia Bible ERV 2004 (ପବିତ୍ର ବାଇବଲ)
“ତା’ପରେ ରାଜା ଗ୍ଭକରମାନଙ୍କୁ କହିଲେ, ‘ବିବାହ ଭୋଜି ପ୍ରସ୍ତୁତ ହୋଇ ସାରିଛି, ଯେଉଁମାନଙ୍କୁ ନିମନ୍ତ୍ରଣ କରାଯାଇଥିଲା, ସେମାନେ ଅଯୋଗ୍ୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ଆପଣା ଦାସମାନଙ୍କୁ କହିଲେ, ବିବାହ ଭୋଜ ତ ପ୍ରସ୍ତୁତ, ମାତ୍ର ନିମନ୍ତ୍ରିତ ଲୋକମାନେ ଅଯୋଗ୍ୟ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ଆପଣା ଦାସମାନଙ୍କୁ କହିଲେ, ବିବାହ ଭୋଜ ତ ପ୍ରସ୍ତୁତ, ମାତ୍ର ନିମନ୍ତ୍ରିତ ଲୋକମାନେ ଅଯୋଗ୍ୟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಅಪ್ನಾಚ್ಯಾ ಆಳಾಕ್ನಿ ಬಲ್ವುಲ್ಯಾನ್ ಅನಿ ತೆಂಕಾ, “ಮಾಜೆ ಲಗ್ನಾಚೆ ಜೆವಾನ್ ತಯಾರ್ ಹಾಯ್, ಖರೆ ಮಿಯಾ ಬಲ್ವಲ್ಲ್ಯಾ ಸೊಯ್ರ್ಯಾಕ್ನಿ ತೆ ನಕ್ಕೊ ಹೊಲೆ.