Matthew 23:1 — Compare Translations

7 translations compared side by side

Odia - 1840
"ତା'ପରେ ଯୀଶୁ ଜନସମୂହ ଓ ତାହାଙ୍କ ଶିଷ୍ଯମାନଙ୍କୁ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ଯୀଶୁ ଲୋକସମୂହ ଓ ଆପଣା ଶିଷ୍ୟମାନଙ୍କୁ କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଶିଷ୍ୟମାନଙ୍କୁ ଓ ସମବେତ ଜନତାକୁ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କର ଯିହୂଦୀ ଧର୍ମ ନେତାଙ୍କୁ ସମାଲୋଚନା ତା’ପରେ ଯୀଶୁ ଜନସମୂହ ଓ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଯୀଶୁ ଲୋକସମୂହ ଓ ଆପଣା ଶିଷ୍ୟମାନଙ୍କୁ କହିଲେ,
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଯୀଶୁ ଲୋକସମୂହ ଓ ଆପଣା ଶିଷ୍ୟମାନଙ୍କୁ କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ಲೊಕಾಂಚ್ಯಾ ತಾಂಡ್ಯಾಕ್ಡೆ ಅನಿ ಅಪ್ನಾಚ್ಯಾ ಶಿಸಾಂಚ್ಯಾಕ್ಡೆ ಬೊಲುನ್ಗೆತ್ ಅಶೆ ಮಟ್ಲ್ಯಾನ್.