Matthew 23:10 — Compare Translations
7 translations compared side by side
Odia - 1840
"ତୁମ୍ଭେ ନିଜକୁ ମାଲିକ ବୋଲାଇବ ନାହିଁ। କାରଣ ତୁମ୍ଭର କବଳେ ଜଣେ ମାତ୍ର ମାଲିକ। ସେ ହେଉଛନ୍ତି ଯୀଶୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତୁମ୍ଭେମାନେ ନେତା ବୋଲି ସମ୍ଵୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ନେତା ଜଣେ, ସେ ଖ୍ରୀଷ୍ଟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମକୁ ପ୍ରଭୁ ବୋଲି ମଧ୍ୟ କେହି ନ ଡ଼ାକନ୍ତୁ, କାରଣ ଏକମାତ୍ର ପ୍ରଭୁ ହେଉଛନ୍ତି ମସୀହ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ନିଜକୁ ‘ମାଲିକ’ ବୋଲି କହିବ ନାହିଁ। କାରଣ ତୁମ୍ଭର କେବଳ ଜଣେ ମାତ୍ର ମାଲିକ, ସେ ହେଉଛନ୍ତି ଯୀଶୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେମାନେ ନେତା ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ନେତା ଜଣେ, ସେ ଖ୍ରୀଷ୍ଟ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେମାନେ ନେତା ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ନେତା ଜଣେ, ସେ ଖ୍ରୀଷ୍ଟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಮುಖಂಡ್ ಮನುನ್ ಬಲ್ವುನ್ ಘೆತಲೆಬಿ ನಕ್ಕೊ, ಕಶ್ಯಾಕ್ ಮಟ್ಲ್ಯಾರ್ ಕ್ರಿಸ್ತ್ ಎಕ್ಲೊಚ್ ತುಮ್ಚೊ ಮುಖಂಡ್.