Matthew 23:13 — Compare Translations
7 translations compared side by side
Odia - 1840
" ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ? ତୁମ୍ଭକୁ ଧିକ୍! ତୁମ୍ଭମାନେେ ଲୋକମାନଙ୍କ ପାଇଁ ସ୍ବର୍ଗରାଜ୍ଯର ଦ୍ବାର ବନ୍ଦ କରି ଦେଉଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ଵର୍ଗରାଜ୍ୟ ରୁଦ୍ଧ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଆହେ ଧର୍ମଗୁରୁ ଓ ଫାରୁଶୀଗଣ, ତୁମର ଶେଷ ଦଶା କେଡ଼େ ଭୟଙ୍କର! ଆରେ ଛଳ ଧାର୍ମିକଦଳ, ସ୍ୱର୍ଗରାଜ୍ୟର ପ୍ରବେଶ ଦ୍ୱାର ବନ୍ଦ କରି ରଖିଛ। ନିଜେ ସେଥିରେ ପ୍ରବେଶ କରୁ ନାହଁ ଏବଂ ଯେଉଁମାନେ ପ୍ରବେଶ କରିବାକୁ ଚେଷ୍ଟା କରୁଛନ୍ତି, ସେମାନଙ୍କୁ ବାଟ ଛାଡ଼ୁ ନାହଁ।”
Odia Bible ERV 2004 (ପବିତ୍ର ବାଇବଲ)
“ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭକୁ ଧିକ୍! ତୁମ୍ଭେମାନେ ଲୋକମାନଙ୍କ ପାଇଁ ସ୍ୱର୍ଗରାଜ୍ୟର ଦ୍ୱାର ବନ୍ଦ କରି ଦେଉଛ। ତୁମ୍ଭେମାନେ ନିଜେ ତ ପ୍ରବେଶ କରି ପାରୁ ନାହଁ, ତା’ ଛଡ଼ା ଯେଉଁ ଲୋକମାନେ ପ୍ରବେଶ କରିବାକୁ ଚେଷ୍ଟା କରୁଛନ୍ତି, ସେମାନଙ୍କୁ ମଧ୍ୟ ତୁମ୍ଭେମାନେ ଅଟକେଇ ଦେଉଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಫಾರಿಜೆವಾನು ಅನಿ ಶಾಸ್ತರಾ ಶಿಕ್ವುತಲ್ಯಾನು ಮಿಯಾ ತುಮ್ಚಿ ಗತ್ ಕಾಯ್ ಸಾಂಗು! ಕುಸ್ಡೆ ತುಮಿ! ಲೊಕಾ ಸರ್ಗಾಚ್ಯಾ ರಾಜಾತ್ ಜಾತಾನಾ ತುಮಿ ತೆಂಕಾ ದಾರ್ ಬಂದ್ ಕರುನ್ ಥವ್ತ್ಯಾಶಿ, ತುಮಿಬಿ ತ್ಯಾತುರ್ ಭುತ್ತುರ್ ಗುಸಿನ್ಯಾಸಿ ಅನಿ ಗುಸುಕ್ ಮನುನ್ ಖಟ್ಪಟ್ತಲ್ಯಾಕ್ನಿಬಿ ತ್ಯಾತುರ್ ಭುತ್ತುರ್ ಗುಸುಕ್ ದಿನ್ಯಾಶಿ.