Matthew 23:14 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ନିଜେ ତ ପ୍ରବେଶକରି ପାରୁନାହଁ, ତା' ଛଡ଼ା ଯେଉଁ ଲୋକମାନେ ପ୍ରବେଶ କରିବାକୁ ଚେ଼ଷ୍ଟା କରୁଛନ୍ତି, ସମାନଙ୍କେୁ ମଧ୍ଯ ତୁମ୍ଭମାନେେ ଅଟକଇେ ଦେଉଥି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
[ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀ-ମାନେ, କାରଣ ତୁମ୍ଭେମାନେ ଛଳରେ ଦୀର୍ଘ ପ୍ରାର୍ଥନା କରିବା ସଙ୍ଗେ ସଙ୍ଗେ ବିଧବାମାନଙ୍କର ଗୃହସବୁ ଗ୍ରାସ କରୁଥାଅ; ଏଣୁ ତୁମ୍ଭେମାନେ ଗୁରୁତ୍ଵର ଦଣ୍ତ ପାଇବ ।]
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
[ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଛଳରେ ଦୀର୍ଘ ପ୍ରାର୍ଥନା କରିବା ସଙ୍ଗେ ସଙ୍ଗେ ବିଧବାମାନଙ୍କର ଗୃହସବୁ ଗ୍ରାସ କରୁଥାଅ; ଏଣୁ ତୁମ୍ଭେମାନେ ଗୁରୁତର ଦଣ୍ଡ ପାଇବ।]
Odia IRV 2017 (ଓଡିଆ ବାଇବେଲ)
[ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଛଳରେ ଦୀର୍ଘ ପ୍ରାର୍ଥନା କରିବା ସଙ୍ଗେ ସଙ୍ଗେ ବିଧବାମାନଙ୍କର ଗୃହସବୁ ଗ୍ରାସ କରୁଥାଅ; ଏଣୁ ତୁମ୍ଭେମାନେ ଗୁରୁତର ଦଣ୍ଡ ପାଇବ ।]
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಫಾರಿಜೆವಾನು ಅನಿ ಶಾಸ್ತರಾ ಶಿಕ್ವುತಲ್ಯಾನು ಮಿಯಾ ತುಮ್ಚಿ ಗತ್ ಕಾಯ್ ಸಾಂಗು! ಕುಸ್ಡೆ ತುಮಿ! ತುಮಿ ಘೊ ಮರಲ್ಲ್ಯಾ ಬಾಯ್ಕಾಮನ್ಸಾಕ್ನಿ ಮೊಸ್ ಕರುನ್ ತೆಂಚ್ಯಾ ಘರಾನಿತ್ಲೆ ಸಗ್ಳೆ ಕಾಡುನ್ ಘೆತ್ಯಾಶಿ ಅನಿ ಲಾಂಬ್-ಲಾಂಬ್ ಮಾಗ್ನಿಯಾ ಕರುನ್ ಅಪ್ನಿ ಬರಿ ಲೊಕಾ ಮನುನ್ ದಾಕ್ವುತ್ಯಾಶಿ! ಹೆಚೆಸಾಟ್ನಿ ತುಮ್ಕಾ ಮೊಟಿ ಶಿಕ್ಷಾ ರಾಕುನ್ ಹಾಯ್.