Matthew 23:16 — Compare Translations

7 translations compared side by side

Odia - 1840
" ରେ ଅନ୍ଧ ମାର୍ଗଦର୍ଶକଗଣ! ତୁମ୍ଭକୁ ଧିକ୍! ତୁମ୍ଭେ କହିଥାଅ, ଯଦି କହେି ଲୋକ ଉପାସନା ମନ୍ଦିର ନାମ ରେ ରାଣ ପକାଇ ଶପଥ କରିଥାଏ ତବେେ ତାକୁ ସହେି ଶପଥ ରଖିବା ଦରକାର ନାହିଁ। କିନ୍ତୁ ଯେଉଁ ଲୋକ ଉପାସନା ମନ୍ଦିରର ସୁନା ନାମ ରେ ରାଣ ପକାଇ ଶପଥ କରେ, ତବେେ ସେ ନିଶ୍ଚୟ ସହେି ଶପଥ ରକ୍ଷା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାୟ, ଦଣ୍ତର ପାତ୍ର ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ କହୁଥାଅ, କେହି ମନ୍ଦିରର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେକେହି ମନ୍ଦିରସ୍ଥ ସ୍ଵର୍ଣ୍ଣର ଶପଥ କରେ, ସେ ତଦ୍ଦ୍ଵାରା ଆବଦ୍ଧ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଆରେ ଅନ୍ଧ ପଥ-ପ୍ରଦର୍ଶକଗଣ, ତୁମର ଦଶା କେଡ଼େ ଭୟାନକ। ତୁମେ ଶିକ୍ଷା ଦେଇଥାଅ, କେହି ମନ୍ଦିର ନାମରେ ଶପଥ କଲେ, ତା’ ସେ ପାଳନ କରିବାକୁ ବାଧ୍ୟ ନୁହେଁ; କିନ୍ତୁ ମନ୍ଦିରରେ ଥିବା ସୁବର୍ଣ୍ଣ ନାମରେ ଯେ ପ୍ରତିଜ୍ଞା କରେ, ତାକୁ ତା’ ପାଳନ କରିବାକୁ ପଡ଼ିବ।
Odia Bible ERV 2004 (ପବିତ୍ର ବାଇବଲ)
“ରେ ଅନ୍ଧ ମାର୍ଗଦର୍ଶକଗଣ! ତୁମ୍ଭକୁ ଧିକ୍! ତୁମ୍ଭେ କହିଥାଅ, ଯଦି କେହି ଲୋକ ଉପାସନା ମନ୍ଦିର ନାମରେ ରାଣ ପକାଇ ଶପଥ କରିଥାଏ, ତେବେ ତାକୁ ସେହି ଶପଥ ରଖିବା ଦରକାର ନାହିଁ। କିନ୍ତୁ ଯେଉଁ ଲୋକ ଉପାସନା ମନ୍ଦିରର ସୁନା ନାମରେ ରାଣ ପକାଇ ଶପଥ କରେ, ତେବେ ସେ ନିଶ୍ଚୟ ସେହି ଶପଥ ରକ୍ଷା କରିବ’।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାୟ, ଦଣ୍ଡର ପାତ୍ର ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ କହୁଥାଅ, କେହି ମନ୍ଦିରର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ମନ୍ଦିରସ୍ଥ ସ୍ୱର୍ଣ୍ଣର ଶପଥ କରେ, ସେ ତଦ୍ୱାରା ଆବଦ୍ଧ।
Odia IRV 2017 (ଓଡିଆ ବାଇବେଲ)
ହାୟ, ଦଣ୍ଡର ପାତ୍ର ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ କହୁଥାଅ, କେହି ମନ୍ଦିରର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ମନ୍ଦିରସ୍ଥ ସ୍ୱର୍ଣ୍ଣର ଶପଥ କରେ, ସେ ତଦ୍ୱାରା ବନ୍ଧା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಲೊಕಾಕ್ನಿ ವಾಟ್ ದಾಕ್ವುತಲ್ಯಾ ಕುಡ್ಡ್ಯಾನು ತುಮ್ಚಿ ಗತ್ ಕಾಯ್ ಸಾಂಗು! ಕೊನ್ ತರ್ ದೆವಾಚ್ಯಾ ಗುಡಿ ವರ್‍ತಿ ಆನ್ ಘಾಲುನ್ ಮಾಗುನ್ ಘೆಟ್ಲ್ಯಾರ್ ತೆನಿ ತಿ ಮಾಗ್ನಿ ಪುರಾ ಕರುಚಿ ಮನುನ್ ನಾ, ಖರೆ ದೆವಾಚ್ಯಾ ಗುಡಿತ್ಲ್ಯಾ ಸೊನ್ಯಾಚ್ಯಾ ವರ್‍ತಿ ಆನ್ ಘಾಲುನ್ ಮಾಗುನ್ ಘೆಟಲ್ಲೆ ರ್‍ಹಾಲ್ಯಾರ್ ತೆನಿ ತಿ ಮಾಗ್ನಿ ಪುರಾ ಕರುಚಿಚ್ ಮನುನ್ ತುಮಿ ಶಿಕ್ವುತ್ಯಾಶಿ.