Matthew 23:2 — Compare Translations
7 translations compared side by side
Odia - 1840
"ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ ମାଶାଙ୍କେ ବ୍ଯବସ୍ଥାର ବ୍ଯାଖ୍ଯା କରିବାର ଅଧିକାର ପାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶାସ୍ତ୍ରୀ ଓ ଫାରୂଶୀମାନେ ମୋଶାଙ୍କ ଆସନରେ ବସିଅଛନ୍ତି।
Odia BSI (ପବିତ୍ର ବାଇବଲ (CL) NT (BSI))
“ଧର୍ମଗୁରୁ ଓ ଫାରୁଶୀମାନେ ମୋଶାଙ୍କ ବ୍ୟବସ୍ଥାର କ୍ଷମତାପ୍ରାପ୍ତ ବ୍ୟାଖ୍ୟାକାରୀ,
Odia Bible ERV 2004 (ପବିତ୍ର ବାଇବଲ)
“ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ ମୋଶାଙ୍କ ବ୍ୟବସ୍ଥାର ବ୍ୟାଖ୍ୟା କରିବାର ଅଧିକାର ପାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଶାସ୍ତ୍ରୀ ଓ ଫାରୂଶୀମାନେ ମୋଶାଙ୍କ ବ୍ୟବସ୍ଥାକୁ ବ୍ୟାଖ୍ୟା କରିବାର ଅଧିକାର ପାଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଶାସ୍ତ୍ରୀ ଓ ଫାରୂଶୀମାନେ ମୋଶାଙ୍କ ଆସନରେ ବସିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಶಾಸ್ತರಾ ಶಿಕ್ವುತಲ್ಯಾ ಲೊಕಾಕ್ನಿ ಅನಿ ಫಾರಿಜೆವಾಕ್ನಿ ಮೊಯ್ಜೆಚೆ ಖಾಯ್ದೆ ಸೊಡ್ಸುನ್ ಸಾಂಗುಕ್ ಅನಿ ಶಿಕ್ವುಕ್ ನೆಮಸಲ್ಲೆ ಹಾಯ್.