Matthew 23:20 — Compare Translations
7 translations compared side by side
Odia - 1840
"ଏଣୁ ଯଦି କହେି ବଦେୀ ନାମ ରେ ଶପଥ କରେ, ତବେେ ସେ ବଦେୀ ସହିତ ବଦେୀ ଉପରେ ଯାହା ରଖା ଯାଇଥାଏ, ସେ ସମସ୍ତଙ୍କ ନାମ ରେ ଶପଥ କରିଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଯେଉଁ ଲୋକ ଯଜ୍ଞବେଦିର ଶପଥ କରେ, ସେ ତ ତାହା ଓ ତାହା ଉପରେ ଥିବା ପଦାର୍ଥର ଶପଥ କରେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଅତଏବ କେହି ବେଦୀ ନାମରେ ଶପଥ କଲେ, ସେ ବେଦୀ ଓ ତାହା ଉପରେ ଥିବା ସକଳ ନୈବେଦ୍ୟ ସାମଗ୍ରୀ ନାମରେ ଶପଥ କରେ।
Odia Bible ERV 2004 (ପବିତ୍ର ବାଇବଲ)
“ଏଣୁ ଯଦି କେହି ବେଦୀ ନାମରେ ଶପଥ କରେ, ତେବେ ସେ ବେଦୀ ସହିତ ବେଦୀ ଉପରେ ଯାହା ରଖାଯାଇଥାଏ, ସେ ସମସ୍ତଙ୍କ ନାମରେ ଶପଥ କରିଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ଯେଉଁ ଲୋକ ବେଦିର ଶପଥ କରେ, ସେ ତ ତାହା ଓ ତାହା ଉପରେ ଥିବା ପଦାର୍ଥର ଶପଥ କରେ;
Odia IRV 2017 (ଓଡିଆ ବାଇବେଲ)
ଅତଏବ ଯେଉଁ ଲୋକ ବେଦିର ଶପଥ କରେ, ସେ ତ ତାହା ଓ ତାହା ଉପରେ ଥିବା ପଦାର୍ଥର ଶପଥ କରେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕನ್ನಾ ಎಕ್ ಮಾನುಸ್ ಅಲ್ತಾರಿಚ್ಯಾ ನಾವಾನ್ ಆನ್ ಘಾಲ್ತಾ ತನ್ನಾ ತೊ ತೆಚ್ಯಾ ವರ್ತಿ ಹೊತ್ತ್ಯಾ ಸಗ್ಳ್ಯಾ ಸಾಮಾನಾಂಚ್ಯಾ ವೈನಿಬಿ ಆನ್ ಘಾಲ್ತಾ;