Matthew 23:22 — Compare Translations
7 translations compared side by side
Odia - 1840
"ଏବଂ ଯେଉଁ ଲୋକ ସ୍ବର୍ଗ ନାମ ରେ ଶପଥ ନଇେଥାଏ, ସେ ପରମେଶ୍ବରଙ୍କ ସିଂହାସନ ସହିତ ସହେି ସିଂହାସନ ଉପରେ ୟିଏ ବିରାଜମାନ, ତାହାଙ୍କ ନାମ ରେ ମଧ୍ଯ ଶପଥ ନଇେଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେ ସ୍ଵର୍ଗର ଶପଥ କରେ, ସେ ଈଶ୍ଵରଙ୍କ ସିଂହାସନ ଓ ତଦୁପବିଷ୍ଟଙ୍କର ଶପଥ କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“କେହି ସ୍ୱର୍ଗ ନାମରେ ଶପଥ କଲେ, ସେ ଈଶ୍ୱରଙ୍କ ସିଂହାସନ ଓ ତଦୁପରେ ଉପବିଷ୍ଟ ଈଶ୍ୱରଙ୍କ ନାମରେ ଶପଥ କରେ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଯେଉଁ ଲୋକ ସ୍ୱର୍ଗ ନାମରେ ଶପଥ ନେଇଥାଏ, ସେ ପରମେଶ୍ୱରଙ୍କ ସିଂହାସନ ସହିତ ସେହି ସିଂହାସନ ଉପରେ ଯିଏ ବିରାଜମାନ, ତାହାଙ୍କ ନାମରେ ମଧ୍ୟ ଶପଥ ନେଇଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେ ସ୍ୱର୍ଗର ଶପଥ କରେ, ସେ ଈଶ୍ବରଙ୍କ ସିଂହାସନ ଓ ତଦୁପବିଷ୍ଟଙ୍କର ଶପଥ କରେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେ ସ୍ୱର୍ଗର ଶପଥ କରେ, ସେ ଈଶ୍ୱରଙ୍କ ସିଂହାସନ ଓ ତଦୁପବିଷ୍ଟଙ୍କର ଶପଥ କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಜೆ ಕೊನ್ ಸರ್ಗಾಚ್ಯಾ ನಾವಾನ್ ಆನ್ ಘಾಲ್ತಾ ತೊ ದೆವಾಚ್ಯಾ ಬಸ್ತಲ್ಯಾ ಕುರ್ಚಿಚ್ಯಾ ನಾವಾನ್ ಅನಿ ತೆಚ್ಯಾ ವರ್ತಿ ಬಸ್ತಲ್ಯಾ ದೆವಾಚ್ಯಾ ನಾವಾನ್ ಆನ್ ಘಾಲ್ತಾ.