Matthew 23:24 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ଲୋକଙ୍କୁ ମାର୍ଗ ବତାଉଛ। କିନ୍ତୁ ତୁମ୍ଭମାନେେ ନିଜେ ଅନ୍ଧ। ତୁମ୍ଭମାନେେ ଏହି ପ୍ରକାରର ଅଟ। ତୁମ୍ଭମାନଙ୍କ ପାନୀୟ ଭିତରୁ ମାଛିକୁ ଛାଣ ଓ ଓଟକୁ ଗିଳି ପକାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରେ ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ ମଶାକୁ ଛାଣୁଥାଅ, କିନ୍ତୁ ଓଟକୁ ଗିଳୁଥାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଆରେ ଅନ୍ଧ ପଥପ୍ରଦର୍ଶକଗଣ, ତୁମେ କିଛି ପାନ କଲାବେଳେ କାଳେ ସେଥିରେ ପୋକଟିଏ ପଡ଼ିଥିବ ବୋଲି ତାକୁ ଛାଣି ଦେଇଥାଅ। କିନ୍ତୁ ତୁମେ ଗୋଟିଏ ଗୋଟିଏ ଓଟକୁ ପୁରା ଗିଳି ଖାଇ ଯାଇଥାଅ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଲୋକଙ୍କୁ ମାର୍ଗ ବତାଉଛ, କିନ୍ତୁ ତୁମ୍ଭେମାନେ ନିଜେ ଅନ୍ଧ। ତୁମ୍ଭେମାନେ ଏହି ପ୍ରକାରର ଅଟ। ତୁମ୍ଭମାନଙ୍କ ପାନୀୟ ଭିତରୁ ମାଛିକୁ ଛାଣ ଓ ଓଟକୁ ଗିଳି ପକାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରେ ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ ମଶାକୁ ଛାଣୁଥାଅ, କିନ୍ତୁ ଓଟକୁ ଗିଳୁଥାଅ।
Odia IRV 2017 (ଓଡିଆ ବାଇବେଲ)
ରେ ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ ମଶାକୁ ଛାଣୁଥାଅ, କିନ୍ତୁ ଓଟକୁ ଗିଳୁଥାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ವಾಟ್ ದಾಕ್ವುತಲ್ಯಾ ಕುಡ್ಡ್ಯಾನು! ತುಮ್ಚ್ಯಾ ಫಿತಲ್ಯಾ ಪಾನಿಯಾನಿತ್ಲೆ ಬಾರಿಕ್ ಮಾಸುಕ್ ಸೈತ್ ತುಮಿ ಗಾಳುನ್ ಕಾಡ್ತ್ಯಾಸಿ ಖರೆ ಒಂಟೆಚೆ-ಒಂಟೆಚ್ ತುಮಿ ಗಿಳ್ತ್ಯಾಶಿ!