Matthew 23:27 — Compare Translations
7 translations compared side by side
Odia - 1840
" ରେ କପଟୀ ଧର୍ମଶାସ୍ତ୍ରୀମାନେ! ରେ ଫାରୂଶୀମାନେ? ତୁମ୍ଭକୁ ଧିକ୍! ତୁମ୍ଭେ ସବୁ ଧଳା ରଙ୍ଗ ବୋଳା ହାଇେଥିବା ସମାଧି ଭଳି। ଏହି ସମାଧିମାନଙ୍କର ବାହାର ପଟ ସୁନ୍ଦର ଦଖାଯାେଏ। କିନ୍ତୁ ସମାଧି ଭତର ମାଲା ଲୋକର କବଳେ କଙ୍କାଳ ଥାଏ। ସବୁ ପ୍ରକାର ଅପରିଷ୍କାର ଜିନିଷ ତା ଭିତ ରେ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାୟ, ଦଣ୍ତର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀ-ମାନେ, କାରଣ ତୁମ୍ଭେମାନେ ଶୁକ୍ଳୀକୃତ ସମାଧି ସ୍ଵରୂପ । ତାହା ବାହାରେ ସୁନ୍ଦର ଦେଖାଯାଏ, କିନ୍ତୁ ଭିତରେ ମୃତମାନଙ୍କ ଅସ୍ଥି ଓ ସର୍ବ ପ୍ରକାର ଅଶୁଚିତାରେ ପରିପୂର୍ଣ୍ଣ;
Odia BSI (ପବିତ୍ର ବାଇବଲ (CL) NT (BSI))
“ଆହେ ଧର୍ମଗୁରୁ ଓ ଫାରୁଶୀଗଣ! ତୁମେ କେଡ଼େ ଭୀଷଣ ଦଶା ଭୋଗିବ। ଆରେ କପଟୀ ଗଣ! ତୁମେ ସବୁ ବାହାର ପଟେ ଚୂନଧଉଳା ହୋଇଥିବା କବର ପରି।
Odia Bible ERV 2004 (ପବିତ୍ର ବାଇବଲ)
“ରେ କପଟୀ ଧର୍ମଶାସ୍ତ୍ରୀମାନେ! ରେ ଫାରୂଶୀମାନେ ତୁମ୍ଭକୁ ଧିକ୍! ତୁମ୍ଭେ ସବୁ ଧଳାରଙ୍ଗ ବୋଳା ହୋଇଥିବା ସମାଧି ଭଳି। ଏହି ସମାଧିମାନଙ୍କର ବାହାର ପଟ ସୁନ୍ଦର ଦେଖାଯାଏ। କିନ୍ତୁ ସମାଧି ଭିତର ମଲା ଲୋକର କେବଳ କଙ୍କାଳ ଥାଏ। ସବୁ ପ୍ରକାର ଅପରିଷ୍କାର ଜିନିଷ ତା’ ଭିତରେ ଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଧଳା ରଙ୍ଗର ସମାଧି ସରୂପ। ତାହା ବାହାରେ ସୁନ୍ଦର ଦେଖାଯାଏ, କିନ୍ତୁ ଭିତରେ ମୃତମାନଙ୍କ ଅସ୍ଥି ଓ ସର୍ବ ପ୍ରକାର ଅଶୁଚିତାରେ ପରିପୂର୍ଣ୍ଣ;
Odia IRV 2017 (ଓଡିଆ ବାଇବେଲ)
ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଧଳା ରଙ୍ଗର ସମାଧି ସରୂପ । ତାହା ବାହାରେ ସୁନ୍ଦର ଦେଖାଯାଏ, କିନ୍ତୁ ଭିତରେ ମୃତମାନଙ୍କ ଅସ୍ଥି ଓ ସର୍ବ ପ୍ରକାର ଅଶୁଚିତାରେ ପରିପୂର୍ଣ୍ଣ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಫಾರಿಜೆವಾನು ಅನಿ ಶಾಸ್ತರಾ ಶಿಕ್ವುತಲ್ಯಾನು ಮಿಯಾ ತುಮ್ಚಿ ಗತ್ ಕಾಯ್ ಸಾಂಗು! ಕುಸ್ಡೆ ತುಮಿ! ತುಮಿ ಬರೆ ಕರುನ್ ಚುನ್ನೊ ಮಾರಲ್ಲ್ಯಾ ಸಾರಿ ಸರ್ಕೆ ಹಾಸಿ. ತ್ಯಾತುರ್ ಭುತ್ತುರ್ ಸಗ್ಳೆ ಹಡ್ಡಾ ಅನಿ ಕುಸ್ಕೆ-ಮಸ್ಕೆ ಭರಲ್ಲೆ ರ್ಹಾತಾ.