Matthew 23:28 — Compare Translations
7 translations compared side by side
Odia - 1840
"ଠିକ୍ ସହେିଭଳି ତୁମ୍ଭେ ବାହାରୁ ତ ଅନ୍ୟମାନଙ୍କୁ ସୁନ୍ଦର ଦଖାେ ଯାଉଛ, କିନ୍ତୁ ଭିତ ରେ ତୁମ୍ଭେ ଛନ୍ଦ କପଟ ଓ ଖରାପ ଗୁଣ ରେ ପରିପୂର୍ଣ୍ଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ବାହାରେ ଲୋକଙ୍କ ଦୃଷ୍ଟିରେ ଧାର୍ମିକ ଦେଖାଯାଅ, କିନ୍ତୁ ଭିତରେ କପଟ ଓ ଅଧର୍ମରେ ପରିପୂର୍ଣ୍ଣ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ବାହାରକୁ ଏଗୁଡ଼ିକ ସୁନ୍ଦର ଦିଶେ, କିନ୍ତୁ ଭିତର ଅସ୍ଥି କଙ୍କାଳ ଓ ପଚା ଶବରେ ପୂର୍ଣ୍ଣ। ସେହିପରି ତୁମେ ବାହାରକୁ ସମସ୍ତଙ୍କ ଆଗରେ ଭଲ ଦେଖାଯାଅ, କିନ୍ତୁ ତୁମ ଭିତରଟା କପଟ ଓ ପାପରେ ପରିପୂର୍ଣ୍ଣ।
Odia Bible ERV 2004 (ପବିତ୍ର ବାଇବଲ)
ଠିକ୍ ସେହିଭଳି ତୁମ୍ଭେ ବାହାରୁ ତ ଅନ୍ୟମାନଙ୍କୁ ସୁନ୍ଦର ଦେଖା ଯାଉଛ, କିନ୍ତୁ ଭିତରେ ତୁମ୍ଭେ ଚ୍ଛନ୍ଦ କପଟ ଓ ଖରାପ ଗୁଣରେ ପରିପୂର୍ଣ୍ଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ବାହାରେ ଲୋକଙ୍କ ଦୃଷ୍ଟିରେ ଧାର୍ମିକ ଦେଖାଯାଅ, କିନ୍ତୁ ଭିତରେ କପଟ ଓ ଅଧର୍ମରେ ପରିପୂର୍ଣ୍ଣ।”
Odia IRV 2017 (ଓଡିଆ ବାଇବେଲ)
ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ବାହାରେ ଲୋକଙ୍କ ଦୃଷ୍ଟିରେ ଧାର୍ମିକ ଦେଖାଯାଅ, କିନ୍ତୁ ଭିତରେ କପଟ ଓ ଅଧର୍ମରେ ପରିପୂର୍ଣ୍ଣ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿಬಿ ತಸೆಚ್ ಭಾಯ್ನಾ ಸಗ್ಳ್ಯಾಕ್ನಿ ಬರೆ ದಿಸ್ತ್ಯಾಶಿ, ಖರೆ ತುಮ್ಚ್ಯಾ ಭುತ್ತುರ್ ಕುಸ್ಡೆಪಾನ್ ಅನಿ ಪಾಪ್ ಭರಲ್ಲೆ ಹಾತ್.