Matthew 23:3 — Compare Translations
7 translations compared side by side
Odia - 1840
"ତେଣୁ ସମାନେେ ଯାହାସବୁ କହୁଛନ୍ତି, ତାହା ତୁମ୍ଭେ ମାନିବା ଉଚ଼ିତ। ତୁମ୍ଭକୁ ସମାନେେ ଯାହାସବୁ କରିବାକୁ କହୁଛନ୍ତି, ତୁମ୍ଭେ ତାହା କରିବା ଉଚ଼ିତ। କିନ୍ତୁ ସମାନେେ ଯାହାସବୁ କରୁଛନ୍ତି, ତୁମ୍ଭେ ତାହା କରନାହିଁ। କାରଣ ସମାନେେ ଯାହାସବୁ କହନ୍ତି, ନିଜେ ତାକୁ କାର୍ୟ୍ଯ ରେ କବେେ କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ସେମାନେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା ମାନ ଓ ପାଳନ କର, ମାତ୍ର ସେମାନଙ୍କ କର୍ମ ଅନୁସାରେ କର୍ମ କର ନାହିଁ, କାରଣ ସେମାନେ କହନ୍ତି, କିନ୍ତୁ କରନ୍ତି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ସେମାନେ ଯାହା କରିବାକୁ କହୁଛନ୍ତି, ତାହା କର। କିନ୍ତୁ ସେମାନଙ୍କ କାର୍ଯ୍ୟକଳାପକୁ ଅନୁକରଣ କର ନାହିଁ। କାରଣ ସେମାନେ ନିଜେ ଦେଉଥିବା ଶିକ୍ଷା ଅନୁଯାୟୀ କାର୍ଯ୍ୟ କରନ୍ତି ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେମାନେ ଯାହାସବୁ କହୁଛନ୍ତି, ତାହା ତୁମ୍ଭେ ମାନିବା ଉଚିତ୍। ତୁମ୍ଭକୁ ସେମାନେ ଯାହାସବୁ କରିବାକୁ କହୁଛନ୍ତି, ତୁମ୍ଭେ ତାହା କରିବା ଉଚିତ୍। କିନ୍ତୁ ସେମାନେ ଯାହାସବୁ କରୁଛନ୍ତି, ତୁମ୍ଭେ ତାହା କର ନାହିଁ। କାରଣ ସେମାନେ ଯାହାସବୁ କହନ୍ତି, ନିଜେ ତାକୁ କାର୍ଯ୍ୟରେ କେବେ କରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ସେମାନେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା ମାନ ଓ ପାଳନ କର, ମାତ୍ର ସେମାନଙ୍କ କର୍ମ ଅନୁସାରେ କର୍ମ କର ନାହିଁ, କାରଣ ସେମାନେ କହନ୍ତି, କିନ୍ତୁ କରନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଅତଏବ ସେମାନେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି, ତାହା ମାନ ଓ ପାଳନ କର, ମାତ୍ର ସେମାନଙ୍କ କର୍ମ ଅନୁସାରେ କର୍ମ କର ନାହିଁ, କାରଣ ସେମାନେ କହନ୍ତି, କିନ୍ତୁ କରନ୍ତି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಮನುನ್ ತೆನಿ ಕಾಯ್ ಕರುಚೆ ಮನುನ್ ಸಾಂಗ್ತ್ಯಾತ್ ತೆ ಸಗ್ಳೆ ತುಮಿ ಕರಾ ಅನಿ ಪಾಳಾ; ಖರೆ ತೆಂಚ್ಯಾ ಚಲ್ನುಕಿ ಸರ್ಕೆ ತುಮಿ ಚಲುನಕಾಶಿ, ಕಶ್ಯಾಕ್ ಮಟ್ಲ್ಯಾರ್ ತೆನಿ ಶಿಕ್ವುತಾತ್ ಖರೆ ತೆಚ್ಯಾ ಸರ್ಕೆ ಚಲಿನ್ಯಾತ್.