Matthew 23:30 — Compare Translations
7 translations compared side by side
Odia - 1840
"ଏବଂ ତୁମ୍ଭମାନେେ କହୁଛ ଯେ 'ଆମ୍ଭେ ଯଦି ଆମ୍ଭ ପୂର୍ବପୁରୁଷଙ୍କ ସମକାଳୀନ ହାଇେଥାଆନ୍ତୁ, ତବେେ ଏହି ଭବିଷ୍ଯଦ୍ବକ୍ତାମାନଙ୍କୁ ମାରି ଦବୋ ପାଇଁ ଆମ୍ଭେ କବେେ ହେଲେ ସାହାୟ୍ଯ କରି ନଥାନ୍ତୁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଯେବେ ଆମ୍ଭମାନଙ୍କର ପିତୃପୁରୁଷଙ୍କ ସମୟରେ ଥାଆନ୍ତୁ, ତେବେ ଭାବବାଦୀମାନଙ୍କ ରକ୍ତପାତରେ ସେମାନଙ୍କର ସହଭାଗୀ ହୋଇ ନ ଥାଆନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ତୁମେ କହୁଛ, ଯଦି ତୁମ ପୂର୍ବ ପୁରୁଷମାନଙ୍କ ସମୟରେ ତୁମେ ଥାଆନ୍ତ, ତେବେ ସେମାନଙ୍କ ପରି ଆଚରଣ କରି ନ ଥାନ୍ତ କିମ୍ବା ଭାବବାଦୀମାନଙ୍କୁ ହତ୍ୟା କରି ନ ଥାଆନ୍ତ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ତୁମ୍ଭେମାନେ କହୁଛ ଯେ ‘ଆମ୍ଭେ ଯଦି ଆମ୍ଭ ପୂର୍ବପୁରୁଷଙ୍କ ସମକାଳୀନ ହୋଇଥାଆନ୍ତୁ, ତେବେ ଏହି ଭବିଷ୍ୟଦ୍ବକ୍ତାମାନଙ୍କୁ ମାରିଦେବା ପାଇଁ ଆମ୍ଭେ କେବେ ହେଲେ ସାହାଯ୍ୟ କରି ନ ଥା’ନ୍ତୁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଯେବେ ଆମ୍ଭମାନଙ୍କର ପିତୃ-ପୁରୁଷଙ୍କ ସମୟରେ ଥାଆନ୍ତୁ, ତେବେ ଭାବବାଦୀମାନଙ୍କ ରକ୍ତପାତରେ ସେମାନଙ୍କର ସହଭାଗୀ ହୋଇ ନ ଥାଆନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଯେବେ ଆମ୍ଭମାନଙ୍କର ପିତୃପୁରୁଷଙ୍କ ସମୟରେ ଥାଆନ୍ତୁ, ତେବେ ଭାବବାଦୀମାନଙ୍କ ରକ୍ତପାତରେ ସେମାନଙ୍କର ସହଭାଗୀ ହୋଇ ନ ଥାଆନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಅಮಿ ಅಮ್ಚ್ಯಾ ಅದ್ಲ್ಯಾ ಲೊಕಾಂಚ್ಯಾ ಎಳಾರ್ ರ್ಹಾಲ್ಯಾರ್ ತೆನಿ ಕರಲ್ಲ್ಯಾ ಸರ್ಕೆ ಕರಿನಸಿತ್ತಾಂವ್ ಪ್ರವಾದ್ಯಾಕ್ನಿ ಜಿವಾನಿ ಮಾರಿನಸಿ ಹೊತ್ತಾವ್ ಮನುನ್ ಮನ್ತ್ಯಾಶಿ.