Matthew 23:31 — Compare Translations
7 translations compared side by side
Odia - 1840
"ତୁମ୍ଭେ ପ୍ରଣିତ କରି ଦେଉଛ ଯେ ତୁମ୍ଭମାନେେ ସହେି ଲୋକମାନଙ୍କର ବଂଶଧର ଯେଉଁମାନେ ଭବିଷ୍ଯଦ୍ବକ୍ତାମାନଙ୍କୁ ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ତୁମ୍ଭେମାନେ ଯେ ଭାବବାଦୀମାନଙ୍କ ହତ୍ୟାକାରୀମାନଙ୍କର ସନ୍ତାନ ଅଟ, ସେ ସମ୍ଵନ୍ଧରେ ତୁମ୍ଭେମାନେ ହିଁ ଆପଣା ଆପଣା ବିଷୟରେ ସାକ୍ଷ୍ୟ ଦେଉଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏକଥା କହିବା ଦ୍ୱାରା ତୁମେ ବାସ୍ତବିକ ସ୍ୱୀକାର କରୁଛ ଯେ ତୁମେ ଭାବବାଦୀମାନଙ୍କ ହତ୍ୟାକାରୀମାନଙ୍କର ବଂଶଧର।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ପ୍ରମାଣିତ କରି ଦେଉଛ ଯେ ତୁମ୍ଭେମାନେ ସେହି ଲୋକମାନଙ୍କର ବଂଶଧର ଯେଉଁମାନେ ଭବିଷ୍ୟଦ୍ବକ୍ତାମାନଙ୍କୁ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ତୁମ୍ଭେମାନେ ଯେ ଭାବବାଦୀଙ୍କ ହତ୍ୟାକାରୀମାନଙ୍କର ସନ୍ତାନ ଅଟ, ସେ ବିଷୟରେ ତୁମ୍ଭେମାନେ ହିଁ ଆପଣା ଆପଣା ବିଷୟରେ ସାକ୍ଷ୍ୟ ଦେଉଅଛ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ତୁମ୍ଭେମାନେ ଯେ ଭାବବାଦୀଙ୍କ ହତ୍ୟାକାରୀମାନଙ୍କର ସନ୍ତାନ ଅଟ, ସେ ବିଷୟରେ ତୁମ୍ଭେମାନେ ହିଁ ଆପଣା ଆପଣା ବିଷୟରେ ସାକ୍ଷ୍ୟ ଦେଉଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ, ತನ್ನಾ ಪ್ರವಾದ್ಯಾಕ್ನಿ ಜಿವಾನಿ ಮಾರಲ್ಲ್ಯಾಂಚ್ಯಾಚ್ ಘರಾನ್ಯಾಚೆ ತುಮಿ ಮನುನ್ ದಾಕ್ವುನ್ ದಿತ್ಯಾಶಿ!