Matthew 23:33 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ସର୍ପ ଭଳି। ତୁମ୍ଭେ ବିଷଧର ସର୍ପ କୁଳ ରେ ଜନ୍ମ ହାଇେଛ। ତୁମ୍ଭେ ପରମେଶ୍ବରଙ୍କଠାରୁ ରକ୍ଷା ପାଇବ ନାହିଁ। ତୁମ୍ଭ ସମସ୍ତଙ୍କୁ ଦୋଷୀ ବୋଲି ବିଚ଼ାର କରାୟିବ ଓ ତୁମ୍ଭମାନେେ ନର୍କକୁ ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆରେ ସର୍ପଗୁଡ଼ାକ, ଆରେ କାଳସର୍ପର ବଂଶ, ତୁମ୍ଭେମାନେ କିପ୍ରକାରେ ନରକ ଦଣ୍ତରୁ ରକ୍ଷା ପାଇବ?
Odia BSI (ପବିତ୍ର ବାଇବଲ (CL) NT (BSI))
“ଆରେ ସର୍ପଗଣ! କାଳସର୍ପର ବଂଶଧର! ନରକ ଦଣ୍ଡରୁ ରକ୍ଷା ପାଇବା ବୋଲି କିପରି ଆଶା କରୁଛ?
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ସର୍ପ ଭଳି। ତୁମ୍ଭେ ବିଷଧର ସର୍ପ କୁଳରେ ଜନ୍ମ ହୋଇଛ। ତୁମ୍ଭେ ପରମେଶ୍ୱରଙ୍କଠାରୁ ରକ୍ଷା ପାଇବ ନାହିଁ। ତୁମ୍ଭ ସମସ୍ତଙ୍କୁ ଦୋଷୀ ବୋଲି ବିଗ୍ଭର କରାଯିବ ଓ ତୁମ୍ଭେମାନେ ନର୍କକୁ ଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆରେ ସର୍ପଗୁଡ଼ାକ, ଆରେ କାଳସର୍ପର ବଂଶ, ତୁମ୍ଭେମାନେ କିପ୍ରକାରେ ନର୍କ ଦଣ୍ଡରୁ ରକ୍ଷା ପାଇବ?
Odia IRV 2017 (ଓଡିଆ ବାଇବେଲ)
ଆରେ ସର୍ପଗୁଡ଼ାକ, ଆରେ କାଳସର୍ପର ବଂଶ, ତୁମ୍ଭେମାନେ କିପ୍ରକାରେ ନର୍କ ଦଣ୍ଡରୁ ରକ୍ଷା ପାଇବ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಾಪಾ ಸರ್ಕೆ ತುಮಿ, ಅನಿ ಸಾಪಾಚಿ ಪಿಳ್ಗಿ ತುಮಿ! ನರ್ಕಾತ್ ಜಾತಲ್ಯಾ ಶಿಕ್ಷಾತ್ನಾ ಚುಕ್ವುನ್ ಘೆವ್ಕ್ ಹೊತಾ ಮನುನ್ ತುಮ್ಚ್ಯಾನ್ ಯೌಜುಕ್ ತರ್ ಕಶೆ ಹೊತಾ?