Matthew 23:34 — Compare Translations
7 translations compared side by side
Odia - 1840
"ତେଣୁ ମୁଁ ତୁମ୍ଭକୁ ଏହା କରୁଛି: ମୁଁ ତୁମ୍ଭକୁ ଭବିଷ୍ଯଦ୍ବକ୍ତାମାନଙ୍କ ଜ୍ଞାନୀଲୋକ ଓ ଗୁରୁମାନଙ୍କ ପାଖକୁ ପଠାଉଛି। ତୁମ୍ଭେ ସମାନଙ୍କେ ମଧ୍ଯରୁ କେତକଙ୍କେୁ ମାରିବ, କୃଶ ରେ ଚ଼ଢ଼ାଇ ତୁମ୍ଭେ କେତକଙ୍କେୁ ହତ୍ଯା କରିବ। ତୁମ୍ଭର ସମାଜ ଗୃହ ରେ ତୁମ୍ଭେ କେତକଙ୍କେୁ ହତ୍ଯା କରିବ। ତୁମ୍ଭର ସମାଜଗୃହ ରେ ତୁମ୍ଭେ କେତକଙ୍କେୁ କୋରଡ଼ା ମାରିବ। ସହରରୁ ସହର ତୁମ୍ଭମାନେେ ସମାନଙ୍କେର ପେଛ ପେଛ ଯାଇ କେତକଙ୍କେୁ ତାଡ଼ନା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପ୍ରେରଣ କରୁଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହାକାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁ ନଗର ତାଡ଼ନା କରିବ,
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ମୁଁ କହୁଛି; ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଶିକ୍ଷାଗୁରୁ ଓ ବିଜ୍ଞ ଲୋକମାନଙ୍କୁ ପଠାଇବି। ସେମାନଙ୍କ ମଧ୍ୟରୁ କେତେକଙ୍କୁ ତୁମେ ହତ୍ୟା କରିବ, କେତେକଙ୍କୁ କ୍ରୁଶରେ ଚାବୁକ ମାରି ଗୋଟିଏ ସହରରୁ ଆଉ ଗୋଟିଏ ସହରକୁ ତଡ଼ିଦେବ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ତୁମ୍ଭକୁ ଏହା କହୁଛି: ମୁଁ ତୁମ୍ଭକୁ ଭବିଷ୍ୟଦ୍ବକ୍ତାମାନଙ୍କ ଜ୍ଞାନୀଲୋକ ଓ ଗୁରୁମାନଙ୍କ ପାଖକୁ ପଠାଉଛି। ତୁମ୍ଭେ ସେମାନଙ୍କ ମଧ୍ୟରୁ କେତେକଙ୍କୁ ମାରିବ, କ୍ରୁଶରେ ଚଢ଼ାଇ ତୁମ୍ଭେ କେତେକଙ୍କୁ ହତ୍ୟା କରିବ। ତୁମ୍ଭର ସମାଜଗୃହରେ ତୁମ୍ଭେ କେତେକଙ୍କୁ ହତ୍ୟା କରିବ। ତୁମ୍ଭର ସମାଜଗୃହରେ ତୁମ୍ଭେ କେତେକଙ୍କୁ କୋରଡ଼ା ମାରିବ। ସହରରୁ ସହର ତୁମ୍ଭେମାନେ ସେମାନଙ୍କର ପଛେ ପଛେ ଯାଇ କେତେକଙ୍କୁ ତାଡ଼ନା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପ୍ରେରଣ କରୁଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହା କାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁ ନଗର ତାଡ଼ନା କରିବ,
Odia IRV 2017 (ଓଡିଆ ବାଇବେଲ)
ଏଣୁ ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ, ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପଠାଉଅଛି; ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ, ଆଉ କାହା କାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁନଗର ତାଡ଼ନା କରିବ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ಮಿಯಾ ತುಮ್ಕಾ ಸಾಂಗ್ತಾ, ಪ್ರವಾದ್ಯಾಕ್ನಿ, ಬುದ್ವಂತಾಕ್ನಿ, ಅನಿ ಶಾಸ್ತರಾ ಶಿಕ್ವುತಲ್ಯಾಕ್ನಿ ಮಿಯಾ ಧಾಡುನ್ ದಿತಾ; ತುಮಿ ತೆಂಚ್ಯಾತ್ಲ್ಯಾ ಉಲ್ಲ್ಯಾಕ್ನಿ ಜಿವಾನಿಚ್ ಮಾರ್ತ್ಯಾಶಿ, ಹುರಲ್ಲ್ಯಾಕ್ನಿ ಕುರ್ಸಾ ವರ್ತಿ ಮಾರ್ತ್ಯಾಶಿ, ಅನಿ ಉಲ್ಲ್ಯಾಕ್ನಿ ಸಿನಾಗೊಗಾತ್ನಿ ನ್ಹೆವ್ನ್ ಬಾರ್ಕೊಲಾನಿ ಮಾರ್ತ್ಯಾಶಿ, ಅನಿ ಎಕಾ ಗಾವಾನಿತ್ನಾ ಅನಿಎಕ್ ಗಾವಾಕ್ನಿ ತೆಂಕಾ ಪಳ್ಸುನ್ ಘಾಲ್ತ್ಯಾಶಿ.