Matthew 23:35 — Compare Translations
7 translations compared side by side
Odia - 1840
"ତେଣୁ ଧାର୍ମିକ ଲୋକ ହବେଲଙ୍କଠାରୁ ଆରମ୍ଭ କରି ବରେିଖିୟଙ୍କ ପୁତ୍ର ୟିଖରିୟଙ୍କ ପର୍ୟ୍ଯନ୍ତ ଏ ପୃଥିବୀ ରେ ଯେତେ ଭଲ ଲୋକଙ୍କୁ ମାରି ଦିଆ ଯାଇଛି, ସେଥିପାଇଁ ତୁମ୍ଭମାନେେ ଦୋଷୀ ସାବ୍ଯସ୍ତ ହବେ। ବରେିଖିୟଙ୍କ ପୁତ୍ରୟିଖରିୟଙ୍କୁ ମନ୍ଦିର ଓ ବଦେୀ ମଧ୍ଯ ସ୍ଥଳ ରେ ତୁମ୍ଭମାନେେ ହତ୍ଯା କରିଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଧାର୍ମିକ ହେବଲଙ୍କ ରକ୍ତପାତଠାରୁ, ଯେଉଁ ବେରିଖୀୟଙ୍କ ପୁତ୍ର ଯିଖରୀୟଙ୍କୁ ତୁମ୍ଭେମାନେ ମନ୍ଦିରର ପବିତ୍ର ସ୍ଥାନ ଓ ଯଜ୍ଞବେଦିର ମଧ୍ୟସ୍ଥଳରେ ବଧ କଲ, ତାଙ୍କ ରକ୍ତପାତ ପର୍ଯ୍ୟନ୍ତ ପୃଥିବୀରେ ଯେତେ ଧାର୍ମିକ ଲୋକଙ୍କର ରକ୍ତପାତ ହୋଇଅଛି, ସେହିସମସ୍ତ ତୁମ୍ଭମାନଙ୍କ ଉପରେ ବର୍ତ୍ତିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପରିଣାମରେ ହେବଲଠାରୁ ଆରମ୍ଭ କରି ମନ୍ଦିର ଓ ବେଦୀ ମଧ୍ୟସ୍ଥଳରେ ନିହତ ହୋଇଥିବା ଜିଖରିୟ (ବରଖିଆଙ୍କ ପୁତ୍ର) ପର୍ଯ୍ୟନ୍ତ ସମସ୍ତ ନିର୍ଦ୍ଦୋଷ ବ୍ୟକ୍ତିମାନଙ୍କ ହତ୍ୟା ପାଇଁ ତୁମ୍ଭେମାନେ ଦଣ୍ଡିତ ହେବ।
Odia Bible ERV 2004 (ପବିତ୍ର ବାଇବଲ)
“ତେଣୁ ଧାର୍ମିକ ଲୋକ ହେବଲଙ୍କଠାରୁ ଆରମ୍ଭ କରି ବେରିଖିୟଙ୍କ ପୁତ୍ର ଯିଖରିୟଙ୍କ ପର୍ଯ୍ୟନ୍ତ ଏ ପୃଥିବୀରେ ଯେତେ ଭଲ ଲୋକଙ୍କୁ ମାରି ଦିଆଯାଇଛି, ସେଥିପାଇଁ ତୁମ୍ଭେମାନେ ଦୋଷୀ ସାବ୍ୟସ୍ତ ହେବ। ବେରିଖିୟଙ୍କ ପୁତ୍ର ଯିଖରିୟଙ୍କୁ ମନ୍ଦିର ଓ ବେଦୀ ମଧ୍ୟସ୍ଥଳରେ ତୁମ୍ଭେମାନେ ହତ୍ୟା କରିଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଧାର୍ମିକ ହେବଲଙ୍କ ରକ୍ତପାତଠାରୁ, ଯେଉଁ ବେରିଖୀୟଙ୍କ ପୁତ୍ର ଜିଖରୀୟଙ୍କୁ ତୁମ୍ଭେମାନେ ମନ୍ଦିରର ପବିତ୍ର ସ୍ଥାନ ଓ ବେଦିର ମଧ୍ୟସ୍ଥଳରେ ବଧ କଲ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ପୃଥିବୀରେ ଯେତେ ଧାର୍ମିକ ଲୋକଙ୍କର ରକ୍ତପାତ ହୋଇଅଛି, ସେହି ସମସ୍ତ ତୁମ୍ଭମାନଙ୍କ ଉପରେ ଘଟିବ।
Odia IRV 2017 (ଓଡିଆ ବାଇବେଲ)
ଯେପରି ଧାର୍ମିକ ହେବଲଙ୍କ ରକ୍ତପାତଠାରୁ, ଯେଉଁ ବେରିଖୀୟଙ୍କ ପୁତ୍ର ଯିଖରୀୟଙ୍କୁ ତୁମ୍ଭେମାନେ ମନ୍ଦିରର ପବିତ୍ର ସ୍ଥାନ ଓ ବେଦିର ମଧ୍ୟସ୍ଥଳରେ ବଧ କଲ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ପୃଥିବୀରେ ଯେତେ ଧାର୍ମିକ ଲୋକଙ୍କର ରକ୍ତପାତ ହୋଇଅଛି, ସେହି ସମସ୍ତ ତୁମ୍ଭମାନଙ୍କ ଉପରେ ଘଟିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ, ಕಾಯ್ಬಿ ಚುಕ್ ಕರಿನಸಲ್ಲ್ಯಾ ಅಬೆಲಾಕ್ ಜಿವಾನಿ ಮಾರಲ್ಲ್ಯಾಕ್ನಾ ಧರುನ್ ದೆವಾಚಿ ಗುಡಿ ಅನಿ ಅಲ್ತಾರಿಚ್ಯಾ ಮದ್ದಿ ಜಿವಾನಿ ಮಾರಲ್ಲ್ಯಾ ಬೆರಾಕಿಯಾಚ್ಯಾ ಲೆಕಾ ಜೆಕರಿಯಾ ಪತರ್ ಚುಕ್ ಕರಿನಸ್ತಾನಾ ಖಾಲಿ ಫುಕೊಟ್ ಜಿವಾನಿ ಮಾರಲ್ಲ್ಯಾಂಚಿ ಶಿಕ್ಷಾ ತುಮ್ಚೆ ವರ್ತಿ ಪಡ್ತಾ.