Matthew 23:36 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି ଯେ, ବର୍ତ୍ତମାନ ତୁମ୍ଭ ସହ ଜୀବିତ ଥିବା ଲୋକମାନଙ୍କ ପାଇଁ ଏହି ସମସ୍ତ କଥା ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ବର୍ତ୍ତମାନ ପୁରୁଷ ଉପରେ ଏହିସମସ୍ତ ବର୍ତ୍ତିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ନିଶ୍ଚିତ ଭାବରେ କହୁଛି, ଏ ସମସ୍ତଙ୍କ ହତ୍ୟା ପାଇଁ ଏ ଯୁଗର ଲୋକମାନେ ଦଣ୍ଡ ଭୋଗ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି ଯେ, ବର୍ତ୍ତମାନ ତୁମ୍ଭ ସହ ଜୀବିତ ଥିବା ଲୋକମାନଙ୍କ ପାଇଁ ଏହି ସମସ୍ତ କଥା ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ବର୍ତ୍ତମାନ ପୁରୁଷ ଉପରେ ଏହି ସମସ୍ତ ଘଟିବ।”
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ବର୍ତ୍ତମାନ ପୁରୁଷ ଉପରେ ଏହି ସମସ୍ତ ଘଟିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಮಟ್ಲ್ಯಾರ್ ಹ್ಯಾ ಸಗ್ಳ್ಯಾಕ್ನಿ ಜಿವಾನಿ ಮಾರಲ್ಲ್ಯಾಚಿ ಶಿಕ್ಷಾ ಅತ್ತಾಚ್ಯಾ ಕಾಲಾಚ್ಯಾ ಲೊಕಾಂಚ್ಯಾ ವರ್‍ತಿ ಪಡ್ತಾ!”