Matthew 23:38 — Compare Translations

7 translations compared side by side

Odia - 1840
"ପର୍ତ୍ତମାନ ତୋର ଘର ପୁରାପୁରି ଉଜୁଡ଼ି ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ତୁମ ମନ୍ଦିର ପରିତ୍ୟକ୍ତ ଓ ଶୂନ୍ୟ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ତୋର ଘର ପୁରାପୁରି ଉଜୁଡ଼ି ଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି।
Odia IRV 2017 (ଓଡିଆ ବାଇବେଲ)
ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ିଦିଆଯାଉଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಮನುನ್ ತುಜ್ಯಾ ಗುಡಿತ್ ಕಾಯ್ಬಿ ಬರೆಪಾನ್ ಹುರಿನಾ. ಅನಿ ತೆ ಪಾಡ್ ಪಡ್ತಾ.