Matthew 23:39 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି ଯେ, ଯେଉଁ ପର୍ୟ୍ଯନ୍ତ ତୁମ୍ଭମାନେେ ମାେତେ ନ କହିଛ: 'ୟିଏ ପ୍ରଭୁଙ୍କ ନାମ ରେ ଆସୁଛନ୍ତି, ସେ ଧନ୍ଯ, ସେ ପର୍ୟ୍ଯନ୍ତ ତୁମ୍ଭମାନେେ ମାେତେ ଆଉ ଦେଖି ପାରିବ ନାହିଁ। '"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ, ତୁମ୍ଭେମାନେ ଏହି କଥା ନ କହିବା ପର୍ଯ୍ୟନ୍ତ ଆଜିଠାରୁ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ କହି ରଖୁଛି, ‘ପ୍ରଭୁଙ୍କ ନାମରେ ଯେ ଆସୁଛନ୍ତି, ସେ ଧନ୍ୟ’ - ଏହା ଯେ ପର୍ଯ୍ୟନ୍ତ କହି ନାହଁ, ବର୍ତ୍ତମାନଠାରୁ ତୁମେ ମୋତେ ଆଉ ଦେଖି ପାରିବ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି ଯେ, ଯେପର୍ଯ୍ୟନ୍ତ ତୁମ୍ଭେମାନେ ମୋତେ ନ କହିଛ: ‘ଯିଏ ପ୍ରଭୁଙ୍କ ନାମରେ ଆସୁଛନ୍ତି, ସେ ଧନ୍ୟ, ସେପର୍ଯ୍ୟନ୍ତ ତୁମ୍ଭେମାନେ ମୋତେ ଆଉ ଦେଖି ପାରିବ ନାହିଁ’। ”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ‘ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ,’ ତୁମ୍ଭେମାନେ ଏହି କଥା ନ କହିବା ପର୍ଯ୍ୟନ୍ତ ଆଜିଠାରୁ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ, ତୁମ୍ଭେମାନେ ଏହି କଥା ନ କହିବା ପର୍ଯ୍ୟନ୍ତ ଆଜିଠାରୁ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಕಾ ಸಾಂಗ್ತಾ, ಹಿತ್ನಾ ಫಿಡೆ ಸರ್ವೆಸ್ವರಾಚ್ಯಾ ನಾವಾನ್ ಯೆತಲ್ಯಾಕ್ ಆಶಿರ್ವಾದ್ ಹೊಂವ್ದಿ. ಮನುನ್ ತಿಯಾ ಮನಿ ಪತರ್ ಮಾಕಾ ತಿಯಾ ಬಗಿನೆಯ್.