Matthew 23:4 — Compare Translations

7 translations compared side by side

Odia - 1840
"ମାନିବା ପାଇଁ କଠିନ ହେଲେ ମଧ୍ଯ ସମାନେେ ଲୋକମାନଙ୍କ ପାଇଁ କଡ଼ାକଡ଼ି ନିୟମ ତିଆରି କରନ୍ତି। ସହେି ନିୟମଗୁଡ଼ିକ ମାନିବା ପାଇଁ ସମାନେେ ଲୋକଙ୍କୁ ବାଧ୍ଯ କରନ୍ତି। କିନ୍ତୁ ସମାନେେ ନିଜେ କବେେ ହେଲେ ସହେି ନିୟମମାନଙ୍କ ମଧ୍ଯରୁ ଗୋଟିଏ ହେଲେ ଅନୁସରଣ କରିବାକୁ ଚେ଼ଷ୍ଟା କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଗୁରୁ ଭାର ବନ୍ଧନ କରି ମନୁଷ୍ୟମାନଙ୍କ ସ୍କନ୍ଧରେ ଥୋଇଦିଅନ୍ତି, କିନ୍ତୁ ନିଜେ ଅଙ୍ଗୁଳି ଦେଇ ତାହା ଟେକିବାକୁ ଇଚ୍ଛା କରନ୍ତି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଲୋକମାନଙ୍କ ପିଠି ଉପରେ ଦୁର୍ବହ ବୋଝ ଲଦି ଦିଅନ୍ତି, କିନ୍ତୁ ସେସବୁ ବୋଝ ବହନ କରିବା ପାଇଁ ନିଜର ଅଙ୍ଗୁଳି ଦ୍ୱାରା ମଧ୍ୟ ଟିକିଏ ହେଲେ ସାହାଯ୍ୟ କରନ୍ତି ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମାନିବା ପାଇଁ କଠିନ ହେଲେ ମଧ୍ୟ ସେମାନେ ଲୋକମାନଙ୍କ ପାଇଁ କଡ଼ାକଡ଼ି ନିୟମ ତିଆରି କରନ୍ତି। ସେହି ନିୟମଗୁଡ଼ିକ ମାନିବା ପାଇଁ ସେମାନେ ଲୋକଙ୍କୁ ବାଧ୍ୟ କରନ୍ତି। କିନ୍ତୁ ସେମାନେ ନିଜେ କେବେ ହେଲେ ସେହି ନିୟମମାନଙ୍କ ମଧ୍ୟରୁ ଗୋଟିଏ ହେଲେ ଅନୁସରଣ କରିବାକୁ ଚେଷ୍ଟା କରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଗୁରୁ ଭାର ବହନ କରି ମନୁଷ୍ୟମାନଙ୍କ କାନ୍ଧରେ ଥୋଇଦିଅନ୍ତି, କିନ୍ତୁ ନିଜେ ଅଙ୍ଗୁଳି ଦେଇ ତାହା ଟେକିବାକୁ ଇଚ୍ଛା କରନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଗୁରୁ ଭାର ବହନ କରି ମନୁଷ୍ୟମାନଙ୍କ କାନ୍ଧରେ ଥୋଇଦିଅନ୍ତି, କିନ୍ତୁ ନିଜେ ଅଙ୍ଗୁଳି ଦେଇ ତାହା ଟେକିବାକୁ ଇଚ୍ଛା କରନ୍ତି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೊಕಾಕ್ನಿ ಡುಬ್ರಿರ್ ವಾವುನ್ ಘೆವ್ಕ್ ತರಾಸ್ ಹೊತಾ ತಸ್ಲಿ ವಜ್ಜಿ ತೆನಿ ಭಾಂದ್ತ್ಯಾತ್, ಖರೆ ತೆ ವಜ್ಜೆ ವಾವುಕ್ ಮಜತ್ ಕರುಕ್ ಮನುನ್ ಎಕ್ ಬೊಟ್ ಸೈತ್ ಲಾವುಕ್ ತೆನಿ ಮನ್ ಕರಿನಾತ್.