Matthew 23:6 — Compare Translations
7 translations compared side by side
Odia - 1840
"ଭୋଜିମାନଙ୍କ ରେ ମହତ୍ତ୍ବପୂର୍ଣ୍ଣ ଆସନମାନ ଓ ଧର୍ମସଭାମାନଙ୍କ ରେ ମହତ୍ତ୍ବପୂର୍ଣ୍ଣ ଆସନ ମାନ ପାଇବାକୁ ସମାନେେ ଭଲ ପାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଭୋଜିରେ ପ୍ରଧାନ ସ୍ଥାନ ଓ ସମାଜଗୃହରେ ପ୍ରଧାନ ଆସନ,
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଭୋଜିମାନଙ୍କରେ ବିଶିଷ୍ଟ ସ୍ଥାନ ଓ ଉପାସନା ଗୃହମାନଙ୍କରେ ସଂରକ୍ଷିତ ଆସନ ଅଧିକାର କରିବାକୁ ଭଲ ପାଆନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଭୋଜିମାନଙ୍କରେ ମହତ୍ତ୍ୱପୂର୍ଣ୍ଣ ଆସନମାନ ଓ ଧର୍ମସଭାମାନଙ୍କରେ ମହତ୍ତ୍ୱପୂର୍ଣ୍ଣ ଆସନମାନ ପାଇବାକୁ ସେମାନେ ଭଲ ପାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଭୋଜନରେ ପ୍ରଧାନ ସ୍ଥାନ ଓ ସମାଜଗୃହରେ ପ୍ରଧାନ ଆସନ,
Odia IRV 2017 (ଓଡିଆ ବାଇବେଲ)
ଆଉ ଭୋଜନରେ ପ୍ରଧାନ ସ୍ଥାନ ଓ ସମାଜଗୃହରେ ପ୍ରଧାନ ଆସନ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸನಾಕ್ ಗೆಲ್ಲ್ಯಾಕ್ಡೆ ಅನಿ ಸಿನಾಗೊಗಾತ್ ಬರ್ಯಾ-ಬರ್ಯಾ ಜಾಗ್ಯಾ ವೈನಿ ಬಸುಕ್ ತೆಂಕಾ ಲೈ ಕುಶಿ.