Matthew 23:7 — Compare Translations
7 translations compared side by side
Odia - 1840
"ସମାନେେ ବଜାର ସ୍ଥାନମାନଙ୍କ ରେ ଲୋକମାନଙ୍କର ନମସ୍କାର ପ୍ରତିଦାନ କରିବାକୁ ଭଲ ପାଆନ୍ତି। ସମାନେେ ଚ଼ାହାଁନ୍ତି ଯେ ଲୋକେ ତାହାଙ୍କୁ 'ରାବ୍ବୀ' ବୋଲି ଡ଼ାକନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ହାଟବଜାରରେ ନମସ୍କାର ପାଇବାକୁ ଓ ଲୋକଙ୍କ ଦ୍ଵାରା ଗୁରୁ ବୋଲି ସମ୍ଵୋଧିତ ହେବାକୁ ଭଲ ପାଆନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ବଜାର ଛକମାନଙ୍କରେ ଲୋକମାନେ ସେମାନଙ୍କୁ ସମ୍ମାନ ଦେଖାଇ ଅଭିବାଦନ କରନ୍ତୁ ଓ ‘ଗୁରୁ’ ବୋଲି ସମ୍ବୋଧନ କରନ୍ତୁ, ଏହା ସେମାନେ ଚାହାଁନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ବଜାର ସ୍ଥାନମାନଙ୍କରେ ଲୋକମାନଙ୍କର ନମସ୍କାର ପ୍ରତିଦାନ କରିବାକୁ ଭଲ ପାଆନ୍ତି। ସେମାନେ ଗ୍ଭହାନ୍ତି ଯେ ଲୋକେ ତାହାଙ୍କୁ ‘ରାବ୍ବୀ’ ବୋଲି ଡାକନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହାଟବଜାରରେ ନମସ୍କାର ପାଇବାକୁ ଓ ଲୋକଙ୍କ ଦ୍ୱାରା ଗୁରୁ ବୋଲି ସମ୍ବୋଧିତ ହେବାକୁ ଭଲ ପାଆନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ହାଟବଜାରରେ ନମସ୍କାର ପାଇବାକୁ ଓ ଲୋକଙ୍କ ଦ୍ୱାରା ଗୁରୁ ବୋଲି ସମ୍ବୋଧିତ ହେବାକୁ ଭଲ ପାଆନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಾಜಾರಾತ್ನಿ ಲೊಕಾನಿಕ್ನಾ ನಮಸ್ಕಾರ್ ಕರುನ್ ಘೆತಲೆ ಅನಿ ಗುರು ಮನುನ್ ಬಲ್ವುನ್ ಘೆತಲಿ ತೆಂಕಾ ಲೈ ಕುಶಿ.