Matthew 23:8 — Compare Translations

7 translations compared side by side

Odia - 1840
"କିନ୍ତୁ ତୁମ୍ଭ ଭିତରୁ କହେି ନିଜକୁ ରାବ୍ବୀ ବୋଲଇବେ ନାହିଁ। ତୁମ୍ଭେ ସମସ୍ତେ ଭାଇଭଉଣୀ। ତୁମ୍ଭ ସମସ୍ତଙ୍କର ଜଣେ ମାତ୍ର ଗୁରୁ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭେମାନେ ଗୁରୁ ବୋଲି ସମ୍ଵୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ଗୁରୁ ଜଣେ, ପୁଣି ତୁମ୍ଭେ ସମସ୍ତେ ଭାଇ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ତୁମକୁ କେହି ଗୁରୁ ବୋଲି ଡ଼ାକିବା ଉଚିତ୍ ନୁହେଁ। କାରଣ ତୁମେ ସମସ୍ତେ ପରସ୍ପରର ଭାଇ ଓ ତୁମର ଗୁରୁ କେବଳ ଜଣେ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ତୁମ୍ଭ ଭିତରୁ କେହି ନିଜକୁ ରା‌‌‌‌‌ବ୍‌‌‌‌‌ବୀ କହିବ ନାହିଁ। ତୁମ୍ଭେ ସମସ୍ତେ ଭାଇଭଉଣୀ। ତୁମ୍ଭ ସମସ୍ତଙ୍କର ଜଣେ ମାତ୍ର ଗୁରୁ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତୁମ୍ଭେମାନେ ଗୁରୁ ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ଗୁରୁ ଜଣେ, ପୁଣି, ତୁମ୍ଭେମାନେ ସମସ୍ତେ ଭାଇ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତୁମ୍ଭେମାନେ ଗୁରୁ ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ଗୁରୁ ଜଣେ, ପୁଣି, ତୁମ୍ଭେମାନେ ସମସ୍ତେ ଭାଇ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಗುರು ಮನುನ್ ಕೊನಾಕ್‍ಬಿ ಬಲ್ವುತಲೆ ನಕ್ಕೊ. ತುಮಿ ಸಗ್ಳೆ ಜಾನಾ ಎಕಾಮೆಕಾಚೆ ಭಾವ್- ಭೆನಿಯಾ ಅನಿ ತುಮ್ಚೊ ಗುರು ಎಕ್ಲೊಚ್.