Matthew 23:9 — Compare Translations

7 translations compared side by side

Odia - 1840
"ଏ ସଂସାର ରେ କାହାରିକୁ 'ପରମପିତା' ବୋଲି ସମ୍ ବୋଧନ କରନାହିଁ। ତୁମ୍ଭର ଜଣେ ମାତ୍ର ପରମପିତା ଯେ କି ସ୍ବର୍ଗ ରେ ରହୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପୃଥିବୀରେ କାହାକୁ ହିଁ ପିତା ବୋଲି ସମ୍ଵୋଧନ କର ନାହିଁ, କାରଣ ତୁମ୍ଭମାନଙ୍କର ପିତା ଜଣେ, ସେ ସ୍ଵର୍ଗରେ ଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ପୃଥିବୀରେ ତୁମେ କାହାକୁ ପିତା ବୋଲି ସମ୍ବୋଧନ କରିବା ଉଚିତ୍ ନୁହେଁ। କାରଣ ତୁମର ଜଣେ କେବଳ ପିତା - ସେ ସ୍ୱର୍ଗରେ ଅଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
“ଏ ସଂସାରରେ କାହାରିକୁ ‘ପରମପିତା’ ବୋଲି ସମ୍ବୋଧନ କର ନାହିଁ। ତୁମ୍ଭର ଜଣେ ମାତ୍ର ପରମପିତା ଯେ କି ସ୍ୱର୍ଗରେ ରହୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପୃଥିବୀରେ କାହାକୁ ହିଁ ପିତା ବୋଲି ଡାକ ନାହିଁ, କାରଣ ତୁମ୍ଭମାନଙ୍କର ପିତା ଜଣେ, ସେ ସ୍ୱର୍ଗରେ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ ପୃଥିବୀରେ କାହାକୁ ହିଁ ପିତା ବୋଲି ଡାକ ନାହିଁ, କାରଣ ତୁମ୍ଭମାନଙ୍କର ପିତା ଜଣେ, ସେ ସ୍ୱର୍ଗରେ ଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಹಿತ್ತೆ ಹ್ಯಾ ಜಗಾತ್ ಕೊನಾಕ್ಬಿ ಬಾಬಾ ಮನುನ್ ಬಲ್ವುತಲೆ ನಕ್ಕೊ, ಕಶ್ಯಾಕ್ ಮಟ್ಲ್ಯಾರ್ ಸರ್‍ಗಾ ವೈಲೊ ದೆವ್ ಎಕ್ಲೊಚ್ ತುಮ್ಚೊ ಬಾಬಾ.