Matthew 24:1 — Compare Translations
7 translations compared side by side
Odia - 1840
"ଯୀଶୁ ମନ୍ଦିର ଛାଡ଼ି ବାହରି ଆସିଲେ ଓ ଚ଼ାଲି ଯାଉଥିଲେ। ସହେି ସମୟରେ ତାହାଙ୍କ ଶିଷ୍ଯମାନେ ତାହାଙ୍କୁ ମନ୍ଦିରର ଭବନଗୁଡ଼ିକୁ ଦଖାଇବୋ ପାଇଁ ତାହାଙ୍କ ପାଖକୁ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ମନ୍ଦିରରୁ ବାହାରି ଚାଲିଯାଉଥିବା ସମୟରେ ତାହାଙ୍କର ଶିଷ୍ୟମାନେ ତାହାଙ୍କୁ ମନ୍ଦିରର ପ୍ରାସାଦସମୂହ ଦେଖାଇବା ନିମନ୍ତେ ତାହାଙ୍କ ନିକଟକୁ ଆସିଲେ, କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ମନ୍ଦିରରୁ ବାହାରି ଚାଲିଯାଉଥିବାବେଳେ ଶିଷ୍ୟମାନେ ମନ୍ଦିର ବେଢ଼ାରେ ଥିବା ବଡ଼ ବଡ଼ ସୌଧ ଆଡ଼କୁ ଯୀଶୁଙ୍କର ଦୃଷ୍ଟି ଆକର୍ଷଣ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦିର ଧ୍ୱଂସ ବିଷୟରେ ଭବିଷ୍ୟଦ୍ବାଣୀ ଯୀଶୁ ମନ୍ଦିର ଛାଡ଼ି ବାହାରି ଆସିଲେ ଓ ଗ୍ଭଲି ଯାଉଥିଲେ। ସେହି ସମୟରେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ମନ୍ଦିରର ଭବନଗୁଡ଼ିକୁ ଦେଖାଇବା ପାଇଁ ତାହାଙ୍କ ପାଖକୁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ମନ୍ଦିରରୁ ବାହାରି ଚାଲିଯାଉଥିବା ସମୟରେ ତାହାଙ୍କର ଶିଷ୍ୟମାନେ ତାହାଙ୍କୁ ମନ୍ଦିରର ପ୍ରାସାଦସମୂହ ଦେଖାଇବା ପାଇଁ ତାହାଙ୍କ ନିକଟକୁ ଆସିଲେ, କିନ୍ତୁ ସେ ସେମାନଙ୍କୁ କହିଲେ,
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ମନ୍ଦିରରୁ ବାହାରି ଚାଲିଯାଉଥିବା ସମୟରେ ତାହାଙ୍କର ଶିଷ୍ୟମାନେ ତାହାଙ୍କୁ ମନ୍ଦିରର ପ୍ରାସାଦସମୂହ ଦେଖାଇବା ପାଇଁ ତାହାଙ୍କ ନିକଟକୁ ଆସିଲେ, କିନ୍ତୁ ସେ ସେମାନଙ୍କୁ କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ದೆವಾಚ್ಯಾ ಗುಡಿಕ್ನಾ ಜಾವ್ಲಾಗಲ್ಲೊ ತನ್ನಾ ತೆಚ್ಯಾ ಶಿಸಾನಿ ಬಲ್ವುನ್ ದೆವಾಚ್ಯಾ ಗುಡಿಚ್ಯಾ ಭಾಂದ್ಪಾಕ್ಡೆ ಧ್ಯಾನ್ ದಿವ್ಕ್ ಸಾಂಗ್ಲ್ಯಾನಿ.