Matthew 24:14 — Compare Translations
7 translations compared side by side
Odia - 1840
"ଇଶ୍ବରଙ୍କ ରାଜ୍ଯର ସୁସମାଚ଼ାର ସାରା ଜଗତ ରେ ପ୍ରଚ଼ାରିତ ହବେ। ସମସ୍ତ ଦେଶର ଲୋକମାନେ ଏହା ଶୁଣିବେ। ତା'ପରେ ଅନ୍ତକାଳ ଆସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସମସ୍ତ ଜାତି ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ରାଜ୍ୟର ଏହି ସୁସମାଚାର ସମୁଦାୟ ପୃଥିବୀରେ ଘୋଷଣା କରାଯିବ, ତତ୍ପରେ ଯୁଗା; ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ରାଜ୍ୟ ବିଷୟରେ ଶୁଭବାର୍ତ୍ତା ସମଗ୍ର ମାନବ ଜାତି ପାଇଁ ସତ୍ୟ ସାକ୍ଷ୍ୟ ରୂପେ ସାରା ଜଗତରେ ପ୍ରଚାରିତ ହେବ। ତା’ପରେ ଯାଇ ଯୁଗାବସାନ ଘଟବ।”
Odia Bible ERV 2004 (ପବିତ୍ର ବାଇବଲ)
ଈଶ୍ୱରଙ୍କ ରାଜ୍ୟର ସୁସମାଗ୍ଭର ସାରା ଜଗତରେ ପ୍ରଗ୍ଭରିତ ହେବ। ସମସ୍ତ ଦେଶର ଲୋକମାନେ ଏହା ଶୁଣିବେ। ତା’ପରେ ଅନ୍ତକାଳ ଆସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସମସ୍ତ ଜାତି ନିକଟରେ ସାକ୍ଷ୍ୟ ଦେବା ପାଇଁ ରାଜ୍ୟର ଏହି ସୁସମାଚାର ସମୁଦାୟ ପୃଥିବୀରେ ଘୋଷଣା କରାଯିବ, ତତ୍ପରେ ଯୁଗାନ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସମସ୍ତ ଜାତି ନିକଟରେ ସାକ୍ଷ୍ୟ ଦେବା ପାଇଁ ରାଜ୍ୟର ଏହି ସୁସମାଚାର ସମୁଦାୟ ପୃଥିବୀରେ ଘୋଷଣା କରାଯିବ, ତତ୍ପରେ ଯୁଗାନ୍ତ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಹಿ ದೆವಾಚ್ಯಾ ರಾಜಾಚಿ ಬರಿ ಖಬರ್ ಜಗಾತ್ ಸಗ್ಳ್ಯಾ ಬಾಶಾಂಚ್ಯಾ ಲೊಕಾಕ್ನಿ ಎಕ್ ಸಾಕ್ಷಿ ಸರ್ಕೆ ಸಾಂಗುನ್ ಹೊತಾ, ತನ್ನಾ ಅಂತ್ ಯೆತಾ.