Matthew 24:15 — Compare Translations
7 translations compared side by side
Odia - 1840
"ଭବିଷ୍ଯଦ୍ବକ୍ତା ଦାନିୟେଲ 'ଧ୍ବଂସ ସାଧକ ଭୟଙ୍କର ବସ୍ତୁ' ବିଷୟ ରେ କହିଲେ। ଏହି ଭୟଙ୍କର ବସ୍ତୁଟି ପବିତ୍ର ସ୍ଥାନ ରେ ଠିଆ ହାଇେଥିବାର ଦଖାୟିବେ। (ଏହାକୁ ପଢ଼ୁଥିବା ଲୋକେ ଏହାର ଅର୍ଥ ବୁଝି ପାରିବା ଉଚ଼ିତ।)"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ତୁମ୍ଭେମାନେ ଯେତେବେଳେ ଦାନିୟେଲ ଭାବବାଦୀଙ୍କ ଦ୍ଵାରା ଉକ୍ତ ଉତ୍ସନ୍ନକାରୀ ଘୃଣ୍ୟ ବସ୍ତୁକୁ ପବିତ୍ର ସ୍ଥାନରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ),
Odia BSI (ପବିତ୍ର ବାଇବଲ (CL) NT (BSI))
“ଭାବବାଦୀ ଦାନିୟେଲ ବର୍ଣ୍ଣନା କରିଥିବା ସେହି ଚରମ ବିଭୀଷିକା ପୁଣି ଥରେ ତୁମେ ଦେଖିବ। ପବିତ୍ର ସ୍ଥାନକୁ ତାହା କଳୁଷିତ କରିବ। (ଏହାର ଅର୍ଥ କଅଣ, ପାଠକେ ବୁଛନ୍ତୁ)।
Odia Bible ERV 2004 (ପବିତ୍ର ବାଇବଲ)
“ଭବିଷ୍ୟଦ୍ବକ୍ତା ଦାନିୟେଲ ‘ଧ୍ୱଂସ ସାଧକ ଭୟଙ୍କର ବସ୍ତୁ’ ବିଷୟରେ କହିଲେ। ଏହି ଭୟଙ୍କର ବସ୍ତୁଟି ପବିତ୍ର ସ୍ଥାନରେ ଠିଆ ହୋଇଥିବାର ଦେଖାଯିବ।’’ (ଏହାକୁ ପଢ଼ୁଥିବା ଲୋକେ ଏହାର ଅର୍ଥ ବୁଝି ପାରିବା ଉଚିତ୍।)
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ତୁମ୍ଭେମାନେ ଯେତେବେଳେ ଦାନିୟେଲ ଭାବବାଦୀଙ୍କ ଦ୍ୱାରା ଉକ୍ତ ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ ପବିତ୍ର ସ୍ଥାନରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ),
Odia IRV 2017 (ଓଡିଆ ବାଇବେଲ)
ଏଣୁ ତୁମ୍ଭେମାନେ ଯେତେବେଳେ ଦାନିଏଲ ଭାବବାଦୀଙ୍କ ଦ୍ୱାରା ଉକ୍ତ ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ ପବିତ୍ର ସ୍ଥାନରେ ଅବସ୍ଥିତ ଦେଖିବ (ପାଠକ ବୁଝନ୍ତୁ),
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ದಾನಿಯೆಲ್ ಪ್ರವಾದ್ಯಾನ್ ಸಾಂಗಲ್ಲಿ ಸತ್ತ್ಯಾನಾಸ್ ಕರ್ತಲಿ ಬುರ್ಶಿ ಸಂಗತ್” ತುಮ್ಕಾ ದಿಸ್ತಾ. ತಿ ಎಕ್ ಪವಿತ್ರ್ ಜಾಗ್ಯಾರ್ ಇಬೆ ರ್ಹಾತಾ. ವಾಚ್ವುತಲ್ಯಾಕ್ ಸೂಚನಾ: ಅಶೆ ಮಟ್ಲ್ಯಾರ್ ಕಾಯ್ ಮನುನ್ ಕಳ್ವುನ್ ಘೆ!