Matthew 24:16 — Compare Translations

7 translations compared side by side

Odia - 1840
" ସେତବେେଳେ ୟିହୂଦାର ଲୋକମାନେ ପର୍ବତ ଆଡ଼କୁ ପଳଇୟିବୋ ଉଚିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯେଉଁମାନେ ଯିହୁଦା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇ ଯାଆନ୍ତୁ;
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ଯେଉଁମାନେ ଯିହୂଦା ପ୍ରଦେଶରେ ଥିବେ, ସେମାନେ ପାହାଡ଼କୁ ପଳାଇଯାନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
“ସେତେବେଳେ ଯିହୂଦାର ଲୋକମାନେ ପର୍ବତ ଆଡ଼କୁ ପଳେଇଯିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯେଉଁମାନେ ଯିହୂଦିୟା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଆନ୍ତୁ;
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଯେଉଁମାନେ ଯିହୂଦା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଆନ୍ତୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆ ಕೊನ್ ಜುದೆಯಾತ್ ಹಾತ್ ತೆನಿ ಮಡ್ಡಿಯಾ ವೈನಿ ಪಳುನ್ ಜಾವ್ಚೆ.