Matthew 24:17 — Compare Translations

7 translations compared side by side

Odia - 1840
"ସେତବେେଳେ କୌଣସି ଜିନିଷ ପାଇଁ ତିଳେ ହେଲେ ସମୟ ନଷ୍ଟ କରିବା ଉଚିତ ନୁହେଁ। ସେତବେେଳେ ଘରର ଛାତ ଉପରେ ଥିବା ଲୋକ ଘରୁ କୌଣସି ଜିନିଷ ପାଇବା ପାଇଁ ତଳକୁ ଓହ୍ଲଇେ ନଆସୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଛାତ ଉପରେ ଥାଏ, ସେ ଆପଣା ଘର ଭିତରୁ ଜିନିଷପତ୍ର ଘେନିଯିବା ପାଇଁ ଓହ୍ଳାଇ ନ ଆସୁ;
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ଛାତ ଉପରେ ଥିବେ, ସେମାନେ ଘର ଭିତରୁ ଜିନିଷପତ୍ର ନେବା ପାଇଁ ତଳକୁ ଆସି ସମୟ ନଷ୍ଟ ନ କରନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ କୌଣସି ଜିନିଷ ପାଇଁ ତିଳେ ହେଲେ ସମୟ ନଷ୍ଟ କରିବା ଉଚିତ୍ ନୁହେଁ। ସେତେବେଳେ ଘରର ଛାତ ଉପରେ ଥିବା ଲୋକ ଘରୁ କୌଣସି ଜିନିଷ ପାଇବା ପାଇଁ ତଳକୁ ଓହ୍ଲେଇ ନ ଆସୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଛାତ ଉପରେ ଥାଏ, ସେ ଆପଣା ଘର ଭିତରୁ ଜିନିଷପତ୍ର ନେଇଯିବା ପାଇଁ ଓହ୍ଲାଇ ନ ଆସୁ;
Odia IRV 2017 (ଓଡିଆ ବାଇବେଲ)
ଯେ ଛାତ ଉପରେ ଥାଏ, ସେ ଆପଣା ଘର ଭିତରୁ ଜିନିଷପତ୍ର ନେଇଯିବା ପାଇଁ ଓହ୍ଲାଇ ନ ଆସୁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಜೆ ಕೊನ್ ಅಪ್ನಾಚ್ಯಾ ಘರಾಚ್ಯಾ ವರ್‍ತಿ ಮ್ಹಾಳ್ಗಿರ್ ಹಾತ್, ತೆನಿ ಘರಾತ್ ಜಾವ್ನ್ ಅಪ್ನಾಚಿ ಸಾಮಾನಾ ಹಾನುಕ್ ಮನುನ್ ಜಾವ್ನ್ ಎಳ್ ಕರುನಸುಂದಿ”.