Matthew 24:19 — Compare Translations

7 translations compared side by side

Odia - 1840
"ଯେଉଁ ମହିଳାମାନେ ଗର୍ଭବତୀ ଥିବେ, କି ଯାହା କୋଳ ରେ ଶିଶୁଟିଏ ଥିବ ସମାନେେ ଏହି ସମୟରେ ବହୁତ କଷ୍ଟ ଭୋଗିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଳେଶର ପାତ୍ର,
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ଗର୍ଭବତୀ ସ୍ତ୍ରୀ ଲୋକମାନଙ୍କର ଓ କୋଳରେ ଶିଶୁ ଧରିଥିବା ମାଆମାନଙ୍କର ଅବସ୍ଥା କେଡ଼େ ଶୋଚନୀୟ ହେବ।
Odia Bible ERV 2004 (ପବିତ୍ର ବାଇବଲ)
“ଯେଉଁ ମହିଳାମାନେ ଗର୍ଭବତୀ ଥିବେ, କି ଯାହା କୋଳରେ ଶିଶୁଟିଏ ଥିବ ସେମାନେ ଏହି ସମୟରେ ବହୁତ କଷ୍ଟ ଭୋଗିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର,
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ದಿಸಾತ್ನಿ ಗರ್‍ವಾರ್ ಹೊತ್ತ್ಯಾ ಬಾಯ್ಕಾಮನ್ಸಾಂಚಿ ಅನಿ ಥಾನ್ ಫಿತಲಿ ಪೊರಾ ಹೊತ್ತ್ಯಾ ಅವ್ಸಿಯಾಂಚಿ ಗತ್ ಕಾಯ್ ಅಸಿಲ್!