Matthew 24:2 — Compare Translations

7 translations compared side by side

Odia - 1840
"ଯୀଶୁ ସମାନଙ୍କେୁ ପଚାରିଲେ, ଏହି ଭବନଗୁଡ଼ିକୁ ତୁମ୍ଭମାନେେ ଦେଖି ପାରୁଛ? ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି, ସବୁତକ ଭବନ ଧ୍ବଂସ ହାଇଯେିବ। ଏଥିର ଗୋଟିଏ ହେଲେ ପଥର ଅନ୍ୟଟି ଉପରେ ରହିପାରିବ ନାହିଁ। ସବୁତକ ପଥର ଅନ୍ୟଟି ଉପରେ ରହି ପାରିବନାହିଁ। ସବୁତକ ପଥର ଭୁଇଁ ଉପରେ କୁଢ଼ଇେ ହାଇେ ପଡ଼ିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ କଅଣ ଏହିସମସ୍ତ ଦେଖୁ ନାହଁ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସ୍ଥାନରେ ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ, “ଏବେ ସିନା ଏସବୁ ଦେଖୁଛ। ମୁଁ ତୁମ୍ଭମାନଙ୍କୁ କହୁଛି, ଏ ମନ୍ଦିରର ଗୋଟିଏ ହେଲେ ପଥର ତା’ ସ୍ଥାନରେ ରହିବ ନାହିଁ। ପ୍ରତ୍ୟେକଟି ଭୂମିସାତ୍ ହେବ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କୁ ପଗ୍ଭରିଲେ, “ଏହି ଭବନଗୁଡ଼ିକୁ ତୁମ୍ଭେମାନେ ଦେଖି ପାରୁଛ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ସବୁତକ ଭବନ ଧ୍ୱଂସ ହୋଇଯିବ। ଏଥିର ଗୋଟିଏ ହେଲେ ପଥର ଅନ୍ୟଟି ଉପରେ ରହିପାରିବ ନାହିଁ। ସବୁତକ ପଥର ଅନ୍ୟଟି ଉପରେ ରହି ପାରିବ ନାହିଁ। ସବୁତକ ପଥର ଭୁଇଁ ଉପରେ କୁଢ଼େଇ ହୋଇ ପଡ଼ିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେମାନେ କଅଣ ଏହି ସମସ୍ତ ଦେଖୁ ନାହଁ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସ୍ଥାନରେ ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍‍ ହେବ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ କ'ଣ ଏହି ସମସ୍ତ ଦେଖୁ ନାହଁ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସ୍ଥାନରେ ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ತೆಂಕಾ,“ಸಗ್ಳೆ ಬರೆ-ಬರೆ ತುಮ್ಕಾ ಅತ್ತಾ ದಿಸುಕ್ ಲಾಗ್ಲಾ ಹೊಯ್. ಖರೆ ಮಿಯಾ ತುಮ್ಕಾ ಸಾಂಗ್ತಾ ಹೆಂಚ್ಯಾತ್ಲೊ ಎಕ್ ಸೈತ್ ಗುಂಡೊ ಅಪ್ನಾಚ್ಯಾ ಜಾಗ್ಯಾ ವರ್‍ತಿ ರ್‍ಹಾಯ್ನಾ; ಹರ್ ಎಕ್ ಗುಂಡೊ ಕೊಸ್ಳುನ್ ಪಾಡ್ವುನ್ ಹೊತಾ.” ಮನುನ್ ಸಾಂಗಟ್ಲ್ಯಾನ್.