Matthew 24:20 — Compare Translations
7 translations compared side by side
Odia - 1840
"କିନ୍ତୁ ପ୍ରାର୍ଥନା କର ଯେ ଶୀତଦିନ କି ବିଶ୍ରାମଦିବସ ରେ ଏଗୁଡ଼ିକ ନଘଟୁ ଯେପରି ତୁମ୍ଭକୁ ପଳାଇବାକୁ ନପଡ଼େ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭମାନଙ୍କର ପଳାୟନ ଯେପରି ଶୀତକାଳରେ କିମ୍ଵା ବିଶ୍ରାମବାରରେ ନ ଘଟେ, ଏଥିପାଇଁ ପ୍ରାର୍ଥନା କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କୁ ପ୍ରାର୍ଥନା କରୁଥାଅ, ଶୀତଦିନେ ବା ବିଶ୍ରାମବାରରେ ତୁମ୍ଭମାନଙ୍କୁ ଯେପରି ପଳାଇ ଯିବାକୁ ନ ପଡ଼େ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପ୍ରାର୍ଥନା କର ଯେ ଶୀତଦିନ କି ବିଶ୍ରାମ ଦିବସ ରେ ଏଗୁଡ଼ିକ ନ ଘଟୁ ଯେପରି ତୁମ୍ଭକୁ ପଳାଇବାକୁ ନ ପଡ଼େ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତୁମ୍ଭମାନଙ୍କର ପଳାୟନ ଯେପରି ଶୀତକାଳରେ କିମ୍ବା ବିଶ୍ରାମବାର ଦିନରେ ନ ଘଟେ, ଏଥିପାଇଁ ପ୍ରାର୍ଥନା କର।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତୁମ୍ଭମାନଙ୍କର ପଳାୟନ ଯେପରି ଶୀତକାଳରେ କିମ୍ବା ବିଶ୍ରାମବାରରେ ନ ଘଟେ, ଏଥିପାଇଁ ପ୍ରାର୍ଥନା କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಥಂಡಾಚ್ಯಾ ದಿಸಾತ್ನಿ ನಾ ಹೊಲ್ಯಾರ್ ಜುದೆವಾನಿ ಆರಾಮ್ ಕರ್ತಲ್ಯಾ ದಿಸಿ ಹಿ ಪಳಾಪಳಿ ಯೆವ್ನಸುಂದಿ ಮನುನ್ ದೆವಾಕ್ಡೆ ಮಾಗ್ನಿ ಕರಾ.