Matthew 24:21 — Compare Translations
7 translations compared side by side
Odia - 1840
"କାରଣ ସେତବେେଳେ ଏତେ ଅଧିକ ବିପଦ ଆସିବ ଯେ ସଭେଳି ବିପଦ ସୃଷ୍ଟିର ଆରମ୍ଭ କାଳରୁ ଏ ପର୍ୟ୍ଯନ୍ତ ଆସିନାହିଁ କି ଭବିଷ୍ଯତ ରେ ଆସିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେତେବେଳେ ଏପରି ମହାକ୍ଲେଶ ଘଟିବ ଯେ, ଜଗତର ଆରମ୍ଭରୁ ଆଜି ପର୍ଯ୍ୟନ୍ତ ଘଟି ନାହିଁ, ପୁଣି କେବେ ହେଁ ଘଟିବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ଯେଉଁ ଦୁଃଖ ଭୋଗ କରିବାକୁ ପଡ଼ିବ, ଜଗତର ସୃଷ୍ଟିଠାରୁ ଆଜିଯାଏ ଘଟିଥିବା ସବୁ କ୍ଲେଶକୁ ତାହା ବଳି ପଡ଼ିବ। ସେପରି ଦୁଃଖ ଭୋଗ ଭବିଷ୍ୟତ୍ରେ କେବେ ଆସିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେତେବେଳେ ଏତେ ଅଧିକ ବିପଦ ଆସିବ ଯେ ସେଭଳି ବିପଦ ସୃଷ୍ଟିର ଆରମ୍ଭ କାଳରୁ ଏ ପର୍ଯ୍ୟନ୍ତ ଆସି ନାହିଁ କି ଭବିଷ୍ୟତରେ ଆସିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେତେବେଳେ ଏପରି ମହାକ୍ଲେଶ ଘଟିବ ଯେ ଜଗତର ଆରମ୍ଭରୁ ଆଜି ପର୍ଯ୍ୟନ୍ତ ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେତେବେଳେ ଏପରି ମହାକ୍ଲେଶ ଘଟିବ ଯେ ଜଗତର ଆରମ୍ଭରୁ ଆଜି ପର୍ଯ୍ୟନ୍ତ ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ತನ್ನಾ ಯೆತಲೊ ಕಸ್ಟ್ ಲೈ ಮೊಟೊ ಕಸ್ಟ್ ತೊ. ಹ್ಯೊ ಜಗ್ ರಚಲ್ಲ್ಯಾಕ್ನಾ ಆಜ್ ಪತರ್ ಅಸ್ಲೊ ಕಸ್ಟ್ ಯೆವ್ಕ್ ನಾ. ಅನಿ ಅನಿ ಫಿಡೆಬಿ ಯೆಯ್ನಾ.