Matthew 24:22 — Compare Translations

7 translations compared side by side

Odia - 1840
"ପରମେଶ୍ବର ଏହି ବିପଦପୂର୍ଣ୍ଣ ସମୟକୁ କମଇେ ଦବୋକୁ ସ୍ଥିର କରିଛନ୍ତି। ନ ହେଲେ କହେି ବଞ୍ଚି ରହି ପାରିବେ ନାହିଁ। କିନ୍ତୁ ପରମେଶ୍ବର ଯେଉଁମାନଙ୍କୁ ବାଛିଛନ୍ତି, କବଳେ ସହେିମାନଙ୍କ ପାଇଁ ସହେି ସମୟକୁ କମଇେ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେହି ସମୟ ଯେବେ ଊଣା କରାଯାଇ ନ ଥାଆନ୍ତା, ତେବେ କୌଣସି ମର୍ତ୍ତ୍ୟ ପରିତ୍ରାଣ ପାଆନ୍ତା ନାହିଁ, ମାତ୍ର ମନୋନୀତ ଲୋକଙ୍କ ସକାଶେ ସେହି ସମୟ ଊଣା କରାଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଏହି ଦୁଃଖର ସମୟକୁ ଈଶ୍ୱର ହ୍ରାସ କରି ଦେଇଛନ୍ତି। ତା’ ନ ହୋଇଥିଲେ, ଆଉ କେହି ବଞ୍ଚି ରହନ୍ତା ନାହିଁ। କିନ୍ତୁ ତାଙ୍କ ମନୋନୀତ ଲୋକମାନଙ୍କୁ ବଞ୍ଚାଇବା ପାଇଁ ଈଶ୍ୱର ସେହି ସମୟକୁ କମ୍ କରି ଦେଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
“ପରମେଶ୍ୱର ଏହି ବିପଦପୂର୍ଣ୍ଣ ସମୟକୁ କମେଇ ଦେବାକୁ ସ୍ଥିର କରିଛନ୍ତି, ନ ହେଲେ କେହି ବଞ୍ଚି ରହି ପାରିବେ ନାହିଁ। କିନ୍ତୁ ପରମେଶ୍ୱର ଯେଉଁମାନଙ୍କୁ ବାଛିଛନ୍ତି, କେବଳ ସେହିମାନଙ୍କ ପାଇଁ ସେହି ସମୟକୁ କମେଇ ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେହି ସମୟ ଯେବେ ଊଣା କରାଯାଇ ନ ଥାଆନ୍ତା, ତେବେ କୌଣସି ମନୁଷ୍ୟ ପରିତ୍ରାଣ ପାଆନ୍ତା ନାହିଁ, ମାତ୍ର ମନୋନୀତ ଲୋକଙ୍କ ସକାଶେ ସେହି ସମୟ ଊଣା କରାଯିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେହି ସମୟ ଯେବେ ଊଣା କରାଯାଇ ନ ଥାଆନ୍ତା, ତେବେ କୌଣସି ମର୍ତ୍ତ୍ୟ ପରିତ୍ରାଣ ପାଆନ୍ତା ନାହିଁ, ମାତ୍ର ମନୋନୀତ ଲୋକଙ୍କ ସକାଶେ ସେହି ସମୟ ଊଣା କରାଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಹೆ ಸಂಕಟಾಚೆ ದಿಸ್ ಕಮಿ ಕರಿನಸ್ಲ್ಯಾರ್ ಎಕ್ ಸೈತ್ ಮಾನುಸ್ ವಾಚುನ್ ಹುರಿನಸಿ ಹೊತ್ತೊ. ಖರೆ ಅಪ್ನಾಚ್ಯಾ ಎಚುನ್ ಕಾಡಲ್ಲ್ಯಾ ಲೊಕಾಂಚ್ಯಾ ಸಾಟ್ನಿ ದೆವ್ ತಿ ದಿಸಾ ಕಮಿ ಕರ್‍ತಾ.

Recommended Reading