Matthew 24:23 — Compare Translations

7 translations compared side by side

Odia - 1840
"ସହେି ସମୟରେ କେତକେ ଲୋକ ତୁମ୍ଭକୁ କହିପାରନ୍ତି ' ଦେଖ, ଖ୍ରୀଷ୍ଟ ଏଠା ରେ ଅଛନ୍ତି' କି 'ଖ୍ରୀଷ୍ଟ ସଠାେରେ ଅଛନ୍ତି।' କିନ୍ତୁ ସମାନଙ୍କେୁ ବିଶ୍ବାସ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ‘ଦେଖ, ଖ୍ରୀଷ୍ଟ ଏଠାରେʼ କିବା ‘ସେଠାରେʼ, କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ଵାସ କର ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ସେତେବେଳେ ଯଦି କେହି ତୁମ୍ଭମାନଙ୍କୁ କହେ, ‘ଏଠାରେ ମସୀହ ଅଛନ୍ତି ବା ସେଠାରେ ସେ ଅଛନ୍ତି,’ ତାକୁ ବିଶ୍ୱାସ କରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
“ସେହି ସମୟରେ କେତେକ ଲୋକ ତୁମ୍ଭକୁ କହିପାରନ୍ତି ‘ଦେଖ, ଖ୍ରୀଷ୍ଟ ଏଠାରେ ଅଛନ୍ତି’ କି ‘ଖ୍ରୀଷ୍ଟ ସେଠାରେ ଅଛନ୍ତି।’ କିନ୍ତୁ ସେମାନଙ୍କୁ ବିଶ୍ୱାସ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ‘ଦେଖ, ଖ୍ରୀଷ୍ଟ ଏଠାରେ’ କିମ୍ବା ‘ସେଠାରେ’, କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ 'ଦେଖ, ଖ୍ରୀଷ୍ଟ ଏଠାରେ' କିବା 'ସେଠାରେ', କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କର ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಕೊನ್ಬಿ ತುಮ್ಕಾ“ಅಬಕ್ ಕ್ರಿಸ್ತ್ ಹಿತ್ತೆ ಹಾಯ್! ತೊ ಥೈ ಹಾಯ್ ಮನುನ್ ಸಾಂಗಟ್ಲ್ಯಾರ್‍ಬಿ ತುಮಿ ವಿಶ್ವಾಸ್ ಕರುನಕಾಸಿ.”