Matthew 24:25 — Compare Translations

7 translations compared side by side

Odia - 1840
"ଏ ଗୁଡ଼ିକ ଘଟିବା ପୂର୍ବରୁ ମୁଁ ତୁମ୍ଭକୁ ଚତାବେନୀ ଦେଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ମୁଁ ପୂର୍ବରୁ ତୁମ୍ଭମାନଙ୍କୁ ଜଣାଇଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶୁଣ, ସେହି ସମୟ ଆସିବା ପୂର୍ବରୁ ମୁଁ ତୁମ୍ଭମାନଙ୍କୁ ଏସବୁ କଥା ଜଣାଇ ଦେଉଛି।
Odia Bible ERV 2004 (ପବିତ୍ର ବାଇବଲ)
ଏ ଗୁଡ଼ିକ ଘଟିବା ପୂର୍ବରୁ ମୁଁ ତୁମ୍ଭକୁ ଚେତାବନୀ ଦେଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ମୁଁ ପୂର୍ବରୁ ତୁମ୍ଭମାନଙ୍କୁ ଜଣାଇଲି।
Odia IRV 2017 (ଓଡିଆ ବାଇବେଲ)
ଦେଖ, ମୁଁ ପୂର୍ବରୁ ତୁମ୍ଭମାନଙ୍କୁ ଜଣାଇଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಬಗಾ, ಅದ್ದಿಚ್ ಮಿಯಾ ತುಮ್ಕಾ ಉಶಾರ್ಕಿ ದಿಲಾ.