Matthew 24:27 — Compare Translations

7 translations compared side by side

Odia - 1840
"ଆକାଶ ରେ ବିଜୁଳି ମାରିଲେ ପୂର୍ବରୁ ଆରମ୍ଭ ହାଇେ ପଶ୍ଚିମ ଆକାଶ ପର୍ୟ୍ଯନ୍ତ ବ୍ଯାପି ଯାଏ ଓ ଯେପରି ସମସ୍ତେ ତାହା ଦେଖି ପାରନ୍ତି ଠିକ୍ ସହେିଭଳି ମନୁଷ୍ଯପୁତ୍ରଙ୍କ ଆସିବା ସମୟରେ ସମସ୍ତେ ଦେଖି ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ବିଜୁଳି ଯେପରି ପୂର୍ବଦିଗରୁ ମାରି ପଶ୍ଚିମଦିଗ ପର୍ଯ୍ୟନ୍ତ ଦେଖାଯାଏ, ସେପରି ମନୁଷ୍ୟ-ପୁତ୍ରଙ୍କର ଆଗମନ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବିଜୁଳି ଯେପରି ପୂର୍ବରୁ ପଶ୍ଚିମ ଯାଏ ଆକାଶକୁ ଝଲସାଇ ଦିଏ, ମନୁଷ୍ୟପୁତ୍ର ସେହିପରି ଆସିବେ।
Odia Bible ERV 2004 (ପବିତ୍ର ବାଇବଲ)
ଆକାଶରେ ବିଜୁଳି ମାରିଲେ ପୂର୍ବରୁ ଆରମ୍ଭ ହୋଇ ପଶ୍ଚିମ ଆକାଶ ପର୍ଯ୍ୟନ୍ତ ବ୍ୟାପି ଯାଏ ଓ ଯେପରି ସମସ୍ତେ ତାହା ଦେଖି ପାରନ୍ତି ଠିକ୍ ସେହିଭଳି ମନୁଷ୍ୟପୁତ୍ରଙ୍କ ଆସିବା ସମୟରେ ସମସ୍ତେ ଦେଖି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ବିଜୁଳି ଯେପରି ପୂର୍ବଦିଗରୁ ମାରି ପଶ୍ଚିମଦିଗ ପର୍ଯ୍ୟନ୍ତ ଦେଖାଯାଏ, ସେପରି ମନୁଷ୍ୟପୁତ୍ରଙ୍କର ଆଗମନ ହେବ।
Odia IRV 2017 (ଓଡିଆ ବାଇବେଲ)
କାରଣ ବିଜୁଳି ଯେପରି ପୂର୍ବଦିଗରୁ ମାରି ପଶ୍ଚିମଦିଗ ପର୍ଯ୍ୟନ୍ତ ଦେଖାଯାଏ, ସେପରି ମନୁଷ୍ୟପୁତ୍ରଙ୍କର ଆଗମନ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನ್ಸಾಚೊ ಲೆಕ್ ಎಗ್ದಮ್ ಎಕ್ ದಿಕ್ಕಾಕ್ನಾ ಅನಿ ಎಕ್ ದಿಕ್ಕಾ ಪತರ್ ಮಿಂಚ್ ಹೊಳ್‍ಹೊಳ್ತಾ ತಸೆ ಯೆತಾ.