Matthew 24:29 — Compare Translations
7 translations compared side by side
Odia - 1840
" ସହେି ଦିନଗୁଡ଼ିକର ବିପଦ ପଡ଼ିବା ପରେ ପରେ ଏହି ଘଟଣାମାନ ଘଟିବ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେହି ସମୟର କ୍ଳେଶ ଉତ୍ତାରେ ଅକସ୍ମାତ୍ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ, ପୁଣି ନକ୍ଷତ୍ରମାଳା ଆକାଶରୁ ସ୍ଖଳିତ ହେବେ ଓ ଆକାଶ-ମଣ୍ତଳର ଶକ୍ତିସମୂହ ବିଚଳିତ ହେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ସେହି ଦୁଃଖଭୋଗର ସମୟ ଶେଷ ହେବାବେଳକୁ ସୂର୍ଯ୍ୟ ମ୍ଲାନ ହୋଇ ପଡ଼ିବ, ଚନ୍ଦ୍ର ଆଉ ଆଲୋକ ବିକିରଣ କରିବ ନାହିଁ, ନକ୍ଷତ୍ରମାନେ ଆକାଶରୁ ଖସିପଡ଼ିବେ ଏବଂ ମହାଶୂନ୍ୟର ଜ୍ୟୋତିପୁଞ୍ଜ ଦିଗହରା ହେବେ।
Odia Bible ERV 2004 (ପବିତ୍ର ବାଇବଲ)
“ସେହି ଦିନଗୁଡ଼ିକର ବିପଦ ପଡ଼ିବା ପରେ ପରେ ଏହି ଘଟଣାମାନ ଘଟିବ: ‘ସୂର୍ଯ୍ୟ ଅନ୍ଧକାରମୟ ହେବ, ଚନ୍ଦ୍ର ଆଲୋକ ଦେବ ନାହିଁ। ତାରାମାନେ ଆକାଶରୁ ଖସି ପଡ଼ିବେ, ଆକାଶର ସମସ୍ତ ଶକ୍ତିଗୁଡ଼ିକ ପରିବର୍ତ୍ତିତ ହୋଇଯିବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ମାତ୍ର ସେହି ସମୟର କଷ୍ଟ ପରେ ‘ହଠାତ୍ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ, ପୁଣି, ନକ୍ଷତ୍ରମାଳା ଆକାଶରୁ ପଡ଼ିବେ ଓ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବେ।’
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେହି ସମୟର କଷ୍ଟ ପରେ ହଠାତ୍ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ, ପୁଣି, ନକ୍ଷତ୍ରମାଳା ଆକାଶରୁ ପଡ଼ିବେ ଓ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ದಿಸಾಂಚೊ ಕಸ್ಟ್ ಸರಲ್ಲ್ಯಾ ತನ್ನಾಚ್, ದಿಸಾ ವರ್ತಿ ಕಾಳೊಕ್ ಪಡ್ತಾ, ಅನಿ ಚಂದ್ರಾಮ್ ಉಡ್ವೊಡ್ ದಿ ನಾ, ಚಿಕಿಯಾ ಮಳ್ಬಾ ವೈನಾ ಖಾಲ್ತಿ ಪಡ್ತಾತ್, ಅನಿ ಮಳ್ಬಾ ವೈಲಿ ಸಗ್ಳಿ ಸಾಮಾನಾ ಹಾಲ್ತ್ಯಾತ್.