Matthew 24:3 — Compare Translations

7 translations compared side by side

Odia - 1840
"ପରେ ଯେତବେେଳେ ଯୀଶୁ ଜୀତ ପର୍ବତ ଉପରେ ବସି ଥିଲେ, ତାହାଙ୍କର ଶିଷ୍ଯମାନେ ସେ ଏକାନ୍ତ ରେ ଥିବା ସମୟରେ ତାହାଙ୍କ ପାଖକୁ ଆସିଲେ। ସମାନେେ ପଚ଼ାରିଲେ, ଆମ୍ଭକୁ କୁହନ୍ତୁ, ଏସବୁ ଘଟଣା କବେେ ଘଟିବ? କେଉଁ ସଙ୍କତେ ଦଖାଇବେ ଯେ ଆପଣଙ୍କ ପୁନର୍ବାର ଆସିବ ଓ ଜଗତର ଅନ୍ତ ହବୋ ସମୟ ହେଲାଣି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ସେ ଜୀତପର୍ବତ ଉପରେ ବସନ୍ତେ, ଶିଷ୍ୟମାନେ ତାହାଙ୍କ ଛାମୁକୁ ଗୋପନରେ ଆସି ପଚାରିଲେ, ଏସବୁ କେବେ ଘଟିବ, ପୁଣି ଆପଣଙ୍କ ଆଗମନ ଓ ଯୁଗାନ୍ତର ଲକ୍ଷଣ କଅଣ, ତାହା ଆମ୍ଭମାନଙ୍କୁ କୁହନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଜୀତ ପର୍ବତ ଉପରେ ବସିଥିବାବେଳେ ଶିଷ୍ୟମାନେ ଏକାନ୍ତରେ ଆସି ପଚାରିଲେ, “ଏସବୁ କେବେ ହେବ, ଆମକୁ କହନ୍ତୁ। କ’ଣ ଘଟିଲେ ଆମେ ଜାଣିବା ଯେ ଆପଣଙ୍କ ଆସିବା ସମୟ ହେଲାଣି ଏବଂ ଏହି ଯୁଗ ଶେଷ ହେବ।”
Odia Bible ERV 2004 (ପବିତ୍ର ବାଇବଲ)
ପରେ ଯେତେବେଳେ ଯୀଶୁ ଜୀତପର୍ବତ ଉପରେ ବସି ଥିଲେ, ତାହାଙ୍କର ଶିଷ୍ୟମାନେ ସେ ଏକାନ୍ତରେ ଥିବା ସମୟରେ ତାହାଙ୍କ ପାଖକୁ ଆସିଲେ। ସେମାନେ ପଗ୍ଭରିଲେ, “ଆମ୍ଭକୁ କୁହନ୍ତୁ, ଏସବୁ ଘଟଣା କେବେ ଘଟିବ? କେଉଁ ସଙ୍କେତ ଦେଖାଇବ ଯେ ଆପଣଙ୍କ ପୁନର୍ବାର ଆସିବା ଓ ଜଗତର ଅନ୍ତ ହେବା ସମୟ ହେଲାଣି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ସେ ଜୀତପର୍ବତ ଉପରେ ବସନ୍ତେ ଶିଷ୍ୟମାନେ ତାହାଙ୍କ ଛାମୁକୁ ଗୋପନରେ ଆସି ପଚାରିଲେ, ଏସବୁ କେବେ ଘଟିବ, ପୁଣି, ଆପଣଙ୍କ ଆଗମନ ଓ ଯୁଗାନ୍ତର ଲକ୍ଷଣ କଅଣ, ତାହା ଆମ୍ଭମାନଙ୍କୁ କୁହନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ପରେ ସେ ଜୀତପର୍ବତ ଉପରେ ବସନ୍ତେ ଶିଷ୍ୟମାନେ ତାହାଙ୍କ ଛାମୁକୁ ଗୋପନରେ ଆସି ପଚାରିଲେ, ଏସବୁ କେବେ ଘଟିବ, ପୁଣି, ଆପଣଙ୍କ ଆଗମନ ଓ ଯୁଗାନ୍ତର ଲକ୍ଷଣ କ'ଣ, ତାହା ଆମ୍ଭମାନଙ୍କୁ କୁହନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಜೆಜು ಒಲಿವ್ ಮನ್ತಲ್ಯಾ ಮಡ್ಡಿ ವರ್‍ತಿ ಬಸಲ್ಲೊ, ತನ್ನಾ ಶಿಸಾ ಎವ್ಡಿಚ್ ಕಡೆಕ್ ಜೆಜುಕ್ಡೆ ಯೆಲಿ ಅನಿ ತೆನಿ ಜೆಜುಕ್ “ಹೆ ಸಗ್ಳೆ ಕನ್ನಾ ಹೊತಾ, ಅನಿ ಹ್ಯೊಚ್ ಸರ್‍ತೊ ಕಾಲ್ ಅನಿ ತಿಯಾ ಯೆತಲೊ ಕಾಲ್ ಮನುನ್ ದಾಕ್ವುನ್ ದಿವ್ಕ್ ತನ್ನಾ ಕಾಯ್-ಕಾಯ್ ಹೊತಾ.” ಮನುನ್ ಇಚಾರ್‍ಲ್ಯಾನಿ.